E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କରୋନା ଭାଇରସ୍‌, ଗଞ୍ଜାମ

ଭୟଭୀତ କରାଉଛି କରୋନା: ରେଡ ଜୋନ୍‌ରେ ୧୬ଗାଁ, ୬ଓ୍ବାର୍ଡ
3:24 pmJune 15, 2021

ଛତ୍ରପୁର,୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଛତ୍ରପୁରର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁ ନ ଥିବା ବେଳେ ଏହା ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ଛତ୍ରପୁରରେ ୪୦ କରୋନା ଆକ୍ଟିଭ ମାମଲା ରହିଛି। ସେଥିମଧ୍ୟରୁ ଏନ୍‌ଏସିରେ ୧୯ ଓ ଗ୍ରାମାଞ୍ଚଳରେ ୨୧ଜଣ ଥିବା ଜଣାପଡ଼ିଛି। ତେବେ ଛତ୍ରପୁର ଏନ୍‌ଏସିରେ ଥିବା ୧୪ ୱାର୍ଡ ମଧ୍ୟରୁ ୬ଟି ୱାର୍ଡ ଓ ବ୍ଲକର ୧୬ଟି ଗାଁ ଏବେ ରେଡ ଜୋନ୍‌ରେ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କରୋନା ଭାଇରସ୍‌, ଗଞ୍ଜାମ View All

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣା: ୧୩ ଗିରଫ ପରେ ଗାଁ ପୁରୁଷଶୂନ୍ୟ

ଛତ୍ରପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର...

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌...

ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…

ଇସଲାମାବାଦ୍‌,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...

ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା

କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ...

ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ

ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଲକଡାଉନରେ ରଜ
Next Post Next post:
ଏଲ୍‌ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts