ଛତ୍ରପୁର,୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଛତ୍ରପୁରର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁ ନ ଥିବା ବେଳେ ଏହା ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ଛତ୍ରପୁରରେ ୪୦ କରୋନା ଆକ୍ଟିଭ ମାମଲା ରହିଛି। ସେଥିମଧ୍ୟରୁ ଏନ୍ଏସିରେ ୧୯ ଓ ଗ୍ରାମାଞ୍ଚଳରେ ୨୧ଜଣ ଥିବା ଜଣାପଡ଼ିଛି। ତେବେ ଛତ୍ରପୁର ଏନ୍ଏସିରେ ଥିବା ୧୪ ୱାର୍ଡ ମଧ୍ୟରୁ ୬ଟି ୱାର୍ଡ ଓ ବ୍ଲକର ୧୬ଟି ଗାଁ ଏବେ ରେଡ ଜୋନ୍ରେ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.