E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ
5:15 pmJune 4, 2021

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ ୪-୦ରେ ଜିତିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ମହାନ କ୍ରିକେଟର ସୁନୀଲ ଗାଭାସ୍କର।

ଗାଭାସ୍କର କହିଛନ୍ତି, ଇଂଲଣ୍ଡରେ ଅଗଷ୍ଟେ ଏବଂ ସେପ୍ଟେମ୍ବର ମାସରେ ଭାରତ ଭଳି ଗରମ ଅନୁଭୂତ ହେବ। ଏହାର ଫାଇଦା ଅତିଥି ଟିମ୍‌କୁ ମିଳିବ। ଭାରତ ଏହି ସିରିଜ୍‌କୁ ୪-୦ରେ ଜିତିବ। ଚଳିତ ବର୍ଷ ଆରମ୍ଭରେ ଭାରତୀୟ ପିଚ୍‌ରେ ଖେଳି ଇଂଲଣ୍ଡର ଖେଳାଳିମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଏଣୁ ସେମାନେ ପଡ଼ିଆରେ ଘାସ ରଖିପାରନ୍ତି। ହେଲେ ତାହା ଚିନ୍ତାର ବିଷୟ ନୁହେଁ। ଭାରତ ପାଖରେ ଆକ୍ରମଣାତ୍ମକ ବୋଲର୍‌ ରହିଛନ୍ତି। ସେମାନେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍‌ମାନଙ୍କୁ ଅଡୁଆରେ ପକାଇବେ ବୋଲି ସେ କହିଛନ୍ତି।

ପ୍ରକାଶ ଥାଉ କି, ଭାରତୀୟ ଟିମ୍‌ ଗୁରୁବାର ୟୁକେରେ ପହଞ୍ଚିଛି। ସେଠାରେ ପହଞ୍ଚିବା ପରେ ଖେଳାଳିମାନେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ଏହି ଗସ୍ତକାଳରେ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ମ୍ୟାଚ୍‌ ଖେଳିବ। ଏହାପରେ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳାଯିବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

କୋପା ଆମେରିକା ଫୁଟବଲ: ବ୍ରାଜିଲ ଜିତିଲା ଉଦ୍‌ଘାଟନୀ ମ୍ୟାଚ

  ସାଓ ପାଓଲୋ, ୧୫।୬(ଏପି)-କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ୪୭ତମ ସଂସ୍କରଣ ଉଦ୍‌ଘାଟିତ ହୋଇଛି। ଉଦ୍‌ଘାଟନୀ ମ୍ୟାଚରେ ଆୟୋଜକ ବ୍ରାଜିଲ ୩-୦ ଗୋଲରେ ଭେନିଜୁଏଲାକୁ ହରାଇ...

ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’

ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ...

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ଅଷ୍ଟ୍ରେଲିଆ, ଜାପାନ, ଚାଇନା ବିଜୟୀ

ସିଓଲ,୧୭।୬: ୨୦୨୨ ଫିଫା ବିଶ୍ୱକପ୍‌ର ତୃତୀୟ ରାଉଣ୍ଡ କ୍ୱାଲିଫାଇଂରେ ଚାଇନା କର ବା ମର ସ୍ଥିତିର ସମ୍ମୁଖୀନ ହୋଇଥିଲା। ତେବେ ଚାଇନା ୩-୧ ଗୋଲରେ ସିରିଆକୁ...

କୋଭିଡ୍‌ କର୍ଫ୍ୟୁ ଯୋଗୁ ଫ୍ରେଞ୍ଚ୍‌ ଓପନ ପ୍ରେମୀଙ୍କ ଅସନ୍ତୋଷ

ପ୍ୟାରିସ, ୧୧ା୬(ଏପି): ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ବୁଧବାର ରାତି ୧୧ଟା ବେଳେ ଆକସ୍ମିକ କରୋନା ଭାଇରସ୍‌ କର୍ଫ୍ୟୁ ଜାରି ହେବାରୁ ଖେଳପ୍ରେମୀଙ୍କ ମହଲରେ ଏନେଇ...

ଫାଇନାଲ ପାଇଁ ଘୋଷଣା ହେଲା ଟିମ୍‌ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ

ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅମ୍ବାଳିଅଠା ନିକଟରେ ସିରିଜ୍‌ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ
Next Post Next post:
୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts