ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍ ଟିକା ଯୋଗାଇବାରେ ବିଳମ୍ବ କରୁଥିବାରୁ ନୂଆଦିଲ୍ଲୀକୁ ଢାକା ଇଲିଶି ରପ୍ତାନି ବନ୍ଦ ରଖିଥିବା ସୂତ୍ରରୁ ଜଣାପଡ଼ିଛି। ଭାରତ ଯୋଗାଇଥିବା କୋଭିଡ୍ ଟିକା ୧୪ ଲକ୍ଷ ବାଂଲାଦେଶୀଙ୍କୁ ଦିଆଯାଇଛି। ଏବେ ଅଧିକ ଟିକା ଯୋଗାଇବା ସମ୍ଭବ ନୁହେଁ ବୋଲି ନୂଆଦିଲ୍ଲୀ କହିବାରୁ ବାଂଲାଦେଶ କ୍ଷୁବ୍ଧ ହୋଇଛି। ସେଥିପାଇଁ କିଛିଦିନ ହେଲା ସେଠାରୁ ଆଉ ଇଲିଶି ଆସୁନାହିଁ। ତେଣୁ ଏହାକୁ ବାଂଲାଦେଶର ଟିକା ଦିଅ, ଇଲିଶି ନିଅ ନୀତି ବୋଲି କୁହାଯାଉଛି।
Posted inକରୋନା ଭାଇରସ୍, ଜାତୀୟ View All
୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...
ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି
ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ...
ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍ ସୁନ୍ଦରୀ
ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର...
କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର
ମୁମ୍ବାଇ,୩।୬: କରୋନା ଭାଇରସ୍ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା...
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...
ଅରୁଣ ମିଶ୍ର ହେବେ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ
ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ
ବୁଗୁଡ଼ା, ୫।୬(ଡି.ଏନ୍.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା...
ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର...


