ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍ ଟିକା ଯୋଗାଇବାରେ ବିଳମ୍ବ କରୁଥିବାରୁ ନୂଆଦିଲ୍ଲୀକୁ ଢାକା ଇଲିଶି ରପ୍ତାନି ବନ୍ଦ ରଖିଥିବା ସୂତ୍ରରୁ ଜଣାପଡ଼ିଛି। ଭାରତ ଯୋଗାଇଥିବା କୋଭିଡ୍ ଟିକା ୧୪ ଲକ୍ଷ ବାଂଲାଦେଶୀଙ୍କୁ ଦିଆଯାଇଛି। ଏବେ ଅଧିକ ଟିକା ଯୋଗାଇବା ସମ୍ଭବ ନୁହେଁ ବୋଲି ନୂଆଦିଲ୍ଲୀ କହିବାରୁ ବାଂଲାଦେଶ କ୍ଷୁବ୍ଧ ହୋଇଛି। ସେଥିପାଇଁ କିଛିଦିନ ହେଲା ସେଠାରୁ ଆଉ ଇଲିଶି ଆସୁନାହିଁ। ତେଣୁ ଏହାକୁ ବାଂଲାଦେଶର ଟିକା ଦିଅ, ଇଲିଶି ନିଅ ନୀତି ବୋଲି କୁହାଯାଉଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.