E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inରାଜ୍ୟ

ବିବାହରେ ବିଳମ୍ବ ଯୋଗୁ ହାତ କାଟିଲେ ପ୍ରେମିକା
9:52 pmJune 22, 2021

ଖଇରା, ୨୨।୬: ବିବାହ କରିବାରେ ବିଳମ୍ବ କରୁଥିଲେ ପ୍ରେମିକ। ଆଉ ଘର ଲୋକ ଅନ୍ୟତ୍ର ବିବାହ ପାଇଁ ଚାପ ପକାଉଥିଲେ। ଏଥିଯୋଗୁ ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା ଉଦ୍ୟମ କରିଛନ୍ତି ଜଣେ ଯୁବତୀ। ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା ପଞ୍ଚାୟତ ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି ଘଟଣା। ଯୁବତୀଙ୍କୁ ଚିକିତ୍ସା ପାଇଁ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଉକ୍ତ ଯୁବତୀଙ୍କ ଜଣେ ଯୁବକଙ୍କ ସହ ପ୍ରେମସମ୍ପର୍କ ଥିଲା। ହେଲେ ଯୁବତୀଙ୍କ ବାପା ଏଥିରେ ରାଜି ନ ଥିବା ବେଳେ ଅନ୍ୟତ୍ର ବିବାହ ଦେବାକୁ ଚାହୁଁଥିଲେ। ଗତ ୭ଦିନ ତଳେ ଯୁବତୀଜଣକ ପ୍ରେମିକଙ୍କ ଘରକୁ ପଳାଇଥିଲେ। ପୁଅ ଘର ବିବାହରେ ଜାଣିଶୁଣି ବିଳମ୍ବ କରୁଥିବାରୁ ନିରାଶ ହୋଇ ଯୁବତୀ ଜଣକ ହାତ ସହ ଶରୀରର ବିଭିନ୍ନ ଅଂଶ କାଟି ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inରାଜ୍ୟ View All

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଲଘୁଚାପ: ୧୬ ଯାଏ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ...

ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...

ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା।...

ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି

ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ...

ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨ ଉଇକେଟ ଦୂରରେ ଅଶ୍ୱିନ
Next Post Next post:
କୋଭିଡ୍‌ ନିୟମ ଭୁଲି ନାଚିଲେ ଭାଜପା ଏମ୍‌ପି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts