E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଗରିବଙ୍କୁ ରାଶନ କାର୍ଡ ଦିଅ
8:34 amJune 4, 2021

ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ସେମାନଙ୍କୁ ତୁରନ୍ତ ରାଶନ କାର୍ଡ ଯୋଗାଇଦେବା ନିମନ୍ତେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପରାମର୍ଶ ଦିଆଯାଇଛି। ମହାମାରୀ ସଙ୍କଟ କାଳରେ ଅତ୍ୟନ୍ତ ଗରିବ ଶ୍ରେଣୀର ଲୋକମାନଙ୍କ ପାଇଁ ଖାଦ୍ୟଶସ୍ୟ ଅତି ଜରୁରୀ ହୋଇଥିବାବେଳେ ରାଶନ କାର୍ଡ ନ ଥିବାରୁ ସେମାନେ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ଏନ୍‌ଏଫଏସ୍‌ଏ ଅଧୀନରେ ୧.୯୭ କୋଟି ହିତାଧିକାରୀ ସାମିଲ କରିବା ସୁଯୋଗ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଖରେ ରହିଛି। ବର୍ତ୍ତମାନ ସୁଦ୍ଧା ୧୪ ରାଜ୍ୟ ସେମାନଙ୍କ କୋଟା ସମ୍ପୂର୍ଣ୍ଣ ପୂରଣ କରିଛନ୍ତି। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ନିରାପତ୍ତା ଆଇନ ପରିସରଭୁକ୍ତ କରାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଖାଦ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବାସହୀନ ଲୋକେ, ଜରି ଗୋଟାଳି ଏବଂ ରିକ୍ସା ଚାଳକଙ୍କ ଭଳି ଲୋକଙ୍କ ନିକଟରେ ପହଞ୍ଚତ୍ବା ପାଇଁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସୋମବାରଠାରୁ ବାର୍‌-ପାର୍କ ଖୋଲା…

ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍‌ଲକ୍‌ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍‌ ଏବଂ...

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ

ଆଇଜୋଲ୍‌,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ...

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...

କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍‌ କର

ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍‌ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ...

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ...

କୋଭିଡ୍‌ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ

ନୂଆଦିଲ୍ଲୀ, ୧୨।୬(ଆଇଏଏନ୍‌ଏସ୍‌): କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ପାଇଁ ଏକ ଆବେଦନର ବିଚାର କରାଯାଉଛି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇକୁ ନିର୍ଦ୍ଦେଶ: ୧୫ ଦିନରେ ମୂଲ୍ୟାୟନ ପଦ୍ଧତି ଦର୍ଶାଅ
Next Post Next post:
ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts