E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଗ୍ଲୋବାଲ ଇ-ଟେଣ୍ଡର ବାତିଲ
9:37 amJune 24, 2021

ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ (ଓଏସ୍‌ଏମ୍‌ସିଏଲ୍‌) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ କେଉଁ କାରଣରୁ ଟେଣ୍ଡର ବାତିଲ ହେଲା ସେ ନେଇ କୌଣସି କାରଣ ଦର୍ଶାଯାଇ ନାହିଁ।
କୋଭିଡ ସଂକ୍ରମଣ ରୋକିବା ଦିଗରେ ଟିକାକରଣ ହିଁ ଏକମାତ୍ର ବିକଳ୍ପ । କେନ୍ଦ୍ର ସରକାର ପର୍ଯ୍ୟାପ୍ତ ଟିକା ଯୋଗାଉ ନ ଥିବାରୁ ରାଜ୍ୟ ସରକାର ନିଜେ ଟିକା ସଂଗ୍ରହ କରି ଟିକାକରଣ କାର୍ଯ୍ୟକ୍ରମକୁ ଆଗେଇ ନେବାକୁ ଯୋଜନା କରିଥିଲେ। ଏନେଇ ୨୦୨୧ ମେ ୧୪ରେ ଔଷଧ ନିଗମ ପକ୍ଷରୁ ଟିକା କ୍ରୟ ସକାଶେ ଗ୍ଲୋବାଲ ଇ-ଟେଣ୍ଡର ଆହ୍ବାନ କରାଯାଇଥିଲା। ତେବେ ଏହି ଟେଣ୍ଡରରେ କୌଣସି ଜାତୀୟ, ଅନ୍ତର୍ଜାତୀୟ ଟିକା ଉତ୍ପାଦନକାରୀ କିମ୍ବା ଯେଗାଣକାରୀ ସଂସ୍ଥା ବିଡ୍‌ ଦାଖଲ କରି ନ ଥିଲେ। ରାଜ୍ୟ ସରକାର ଟେଣ୍ଡର ସର୍ତ୍ତାବଳୀରେ ପରିବର୍ତ୍ତନ କରିବା ପରେ ୨ ସଂସ୍ଥା ବିଡ୍‌ ଦାଖଲ କରିଥିଲେ। ଗ୍ଲୋବାଲ ଟେଣ୍ଡର ବିଫଳ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାର ମାଗଣାରେ ଟିକା ଯୋଗାଇବା ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଚାପ ପକାଇଥିଲେ। ନବୀନଙ୍କ ଏହି ଉଦ୍ୟମକୁ ଅଧିକାଂଶ ମୁଖ୍ୟମନ୍ତ୍ରୀ ସମର୍ଥନ କରିଥିଲେ। ଚାପ ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୭ରେ ୧୮ରୁ ୪୪ ବର୍ଷ ବର୍ଗର ସମସ୍ତଙ୍କୁ ମାଗଣା ଟିକା ଦେବାକୁ ଘୋଷଣା କରିଥିଲେ। ରାଜ୍ୟକୁ କେନ୍ଦ୍ରରୁ ଆବଶ୍ୟକ ଟିକା ମିଳିବା ସମ୍ଭାବନା ଥିବାରୁ ରାଜ୍ୟ ସରକାର ଗ୍ଲୋବାଲ ଇ-ଟେଣ୍ଡର ବାତିଲ କରିଥିବା କୁହାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

ବରଗଡ଼ ଅଫିସ୍‌,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...

ଓକିଲାତିନାମାରେ ଅତିରିକ୍ତ ଷ୍ଟାମ୍ପ୍‌ ଫି’ ଲାଗୁ ୬ ସପ୍ତାହ ଘୁଞ୍ଚିଲା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଓଡ଼ିଶା ଷ୍ଟେଟ୍‌ ବାର କାଉନ୍‌ସିଲ ଆଡ୍‌ଭୋକେଟ୍‌ସ ଓ୍ବେଲ୍‌ଫେୟାର କର୍ପସ ଫଣ୍ଡ୍‌ ଷ୍ଟାମ୍ପ୍‌ କାର୍ଯ୍ୟକାରିକୁ ସ୍ଥଗିତ ରଖାଯାଇଛି। ପ୍ରତ୍ୟେକ ଓକିଲାତି ନାମାରେ ଏବାବଦକୁ ୧୦୦ ଟଙ୍କାର...

ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍‌-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ...

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

ନକଲି ଔଷଧ ଧରିବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର...

ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...

ମଦ ପାଇଁ ଏଏସ୍‌ଆଇ ସସ୍‌ପେଣ୍ଡ

ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍‌ଆଇ ବୀରଭଦ୍ର ବେହେରାଙ୍କୁ ସସ୍‌ପେଣ୍ଡ କରିଛନ୍ତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା
Next Post Next post:
ବିଆର୍‌ପିଏଲ୍‌ରେ ଏସ୍‌ପିସିବିର ତଦନ୍ତ ଆଜି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts