ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍ ଡାଉନ୍ ହୋଇଯାଇଛି। ଏଥିରେ ରେଡିଟ୍, ଟ୍ବିଚ୍ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍ର ଓ୍ବେବ୍ସାଇଟ୍ ସାମିଲ ଅଛି। ଏସବୁ ଓ୍ବେବସାଇଟ୍କୁ ଖୋଲିବା ମାତ୍ରେ ତାହା ଏରର୍ ଦେଖାଯାଉଛି। ଅଧ ଘଣ୍ଟା ହେବ ଆକ୍ସେସ୍ କରିବାରେ ଅସୁବିଧା ହେଉଛି। ଏହି ଗ୍ଲୋବାଲ୍ ଆଉଟେଜ୍ରେ ଆମାଜନ ରିଟେଲର ୱେବସାଇଟ ମଧ୍ୟ ଠପ୍ ହୋଇଯାଇଛି। ଡେଭଲପର୍ ଓରିଏଣ୍ଟେଟେଡ୍ ୱେବସାଇଟ GIT HUB ମଧ୍ୟ ଡାଉନ୍ ଅଛି। ମଙ୍ଗଳବାର ଦ୍ୱିପହରରେ ଭାରତରେ ଇନ୍କମ୍ ଟ୍ୟାକ୍ସ ଓ୍ବେବସାଇଟ୍ ମଧ୍ୟ କ୍ରାସ୍ ହୋଇଯାଇଥିଲା।
ଭାକ୍ସିନ୍ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...
ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି
ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ...
ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ
ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...
୧.୨୯ କୋଟି ଭାକ୍ସିନ୍ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...
ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍ଆଇ; ଆଉ ତା’ ପରେ…
ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍ଆଇ ବା ସବ୍-ଇନ୍ସପେକ୍ଟରଙ୍କ...
କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି
ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ...
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍ ହୋମ୍ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...


