ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍ ଡାଉନ୍ ହୋଇଯାଇଛି। ଏଥିରେ ରେଡିଟ୍, ଟ୍ବିଚ୍ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍ର ଓ୍ବେବ୍ସାଇଟ୍ ସାମିଲ ଅଛି। ଏସବୁ ଓ୍ବେବସାଇଟ୍କୁ ଖୋଲିବା ମାତ୍ରେ ତାହା ଏରର୍ ଦେଖାଯାଉଛି। ଅଧ ଘଣ୍ଟା ହେବ ଆକ୍ସେସ୍ କରିବାରେ ଅସୁବିଧା ହେଉଛି। ଏହି ଗ୍ଲୋବାଲ୍ ଆଉଟେଜ୍ରେ ଆମାଜନ ରିଟେଲର ୱେବସାଇଟ ମଧ୍ୟ ଠପ୍ ହୋଇଯାଇଛି। ଡେଭଲପର୍ ଓରିଏଣ୍ଟେଟେଡ୍ ୱେବସାଇଟ GIT HUB ମଧ୍ୟ ଡାଉନ୍ ଅଛି। ମଙ୍ଗଳବାର ଦ୍ୱିପହରରେ ଭାରତରେ ଇନ୍କମ୍ ଟ୍ୟାକ୍ସ ଓ୍ବେବସାଇଟ୍ ମଧ୍ୟ କ୍ରାସ୍ ହୋଇଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.