ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି। ଟିକା ନେବା ପାଇଁ ମନା କରୁଥିବା ଲୋକେ ଭାରତ କିମ୍ବା ଆମେରିକା ପଳାଇଯାଆନ୍ତୁ ବୋଲି ସେ କହିଛନ୍ତି। ଫିଲିପାଇନ୍ସରେ ମହାମାରୀ ଯୋଗୁ ଜାତୀୟ ଜରୁରୀ ପରିସ୍ଥିତି ଦେଖାଦେଇଛି। ଯିଏ ଟିକା ନ ନେବେ ତାଙ୍କୁ ଗିରଫ କରାଯାଇ ଜବରଦସ୍ତ ଟିକା ଦିଆଯିବ। ଦେଶ ଗମ୍ଭୀର ସଙ୍କଟକୁ ସାମ୍ନା କରୁଥିବାବେଳେ ଟିକା ନେବାକୁ ମନାକରୁଥିବା ଲୋକେ ଦେଶ ପାଇଁ ବୋଝ ବୋଲି ସେ କହିଥିଲେ।
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍ View All
ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍ପି
ଲା ପାଜ୍,୧୦।୬: ପାର୍ଲାମେଣ୍ଟରେ ହୋ ହଲ୍ଲା ଓ ଚପଲ ଫୋପାଡ଼ିବା ଘଟଣା କିଛି ନୂଆ ନୁହେଁ। କିନ୍ତୁ ଚୁଟି ଟଣାଟଣି ସହ ମୁଥ ମରାମରି ହେବା...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
ସ୍ପେସ୍ ଷ୍ଟେଶନରେ ସୋଲାର ପ୍ୟାନେଲ
ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ...
ଚାପରେ ଯାଚିଲେ ଟିକା
ନୂଆଦିଲ୍ଲୀ, ୮ା୬: କୋଭିଡ୍-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...
ଉହାନ୍ ଲ୍ୟାବ୍ର ପର୍ଦ୍ଦାଫାଶ୍: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍ ବଦଳା ଯାଇଛି…
ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍ ଗଣମାଧ୍ୟମ ପ୍ରତିନିଧି...
କରୋନାରୁ ସୁସ୍ଥ ହୃଦ୍ରୋଗୀ ହାର୍ଟ ଚେକ୍ ଅପ୍ କରିବାକୁ ପରାମର୍ଶ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ...
କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍ଟା ଭାରିଆଣ୍ଟ
ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ...
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ...


