ଭିଏତ୍ନାମ, ହାନୋଇରେ ଏମିତି ଏକ ହୋଟେଲ ଆରମ୍ଭ ହୋଇଛି; ଯାହାକୁ ଦେଖିଲେ ଆଖି ଝଲସିଯିବ। ତା’ର ଚମକ କିମିଆଁ କରିବ। କାରଣ ଏହି ହୋଟେଲଟି ସମ୍ପୂର୍ଣ୍ଣଭାବେ ଗୋଲ୍ଡ ପ୍ଲେଟେଡ୍। ଏହାର ବାହାର, ଭିତର କୋଠରି, ଏମିତିକି ଟଏଲେଟ୍, ବେସିନ୍ ସବୁକିଛି ଗୋଲ୍ଡ ପ୍ଲେଟେଡ୍। ଏଠାରେ ଗୋଟିଏ ରାତି ବିତାଇବା ପାଇଁ ୨୫୦ ଡଲାର ଖର୍ଚ୍ଚ କରିବାକୁ ହେବ। ମହାମାରୀ କରୋନାର ତାଣ୍ଡବ ଚାଲିଥିବା ସମୟରେ ଖୋଲିଛି ଏହି ହୋଟେଲ। ଏହାର ନାମ ‘ଡୋଲ୍ସ ହାନୋଇ ଗୋଲ୍ଡେନ୍ ଲେକ୍’। ଦାବି କରାଯାଉଛି ଯେ, ଏହା ହେଉଛି ପୃଥିବୀର ପ୍ରଥମ ସୁନାର ହୋଟେଲ। ହୋଟେଲର ଲବି ୨୪ କ୍ୟାରେଟ୍ ସୁନାରେ ତିଆରି ହୋଇଛି। ଯେଉଁଥିରେ ଖର୍ଚ୍ଚ ହୋଇଛି ୨୦୦ ମିଲିୟନ ଡଲାର୍। କେବଳ ସେତିକି ନୁହେଁ, ହୋଟେଲର ପୁଲ୍, କୋଠରି, ବାସନକୁସନ, କପ୍ ପ୍ଲେଟ୍, ସାଓ୍ବର ଡେଡ୍, ଟୟଲେଟ୍ ବି ସୁନାର। ଗ୍ରାହକଙ୍କୁ ଏଠାରେ ସୁନା କପ୍ରେ କଫି ଦିଆଯାଏ। ଗାଧୋଇବା ପାଇଁ ଅଛି ସୁନାର ଟବ୍। ହାନୋଇର ମଧ୍ୟଭାଗରେ ଥିବା ଏହି ହୋଟେଲ୍ ୨୫ ମହଲାବିଶିଷ୍ଟ। ଏଠାକାର ଖାଦ୍ୟରେ ବି ଖାସ୍ ଉପାୟରେ ସୁନା ମିଶାଯାଇଥାଏ।
ଶିଡ଼ି ଚଢ଼ିବାରେ ଶିଶୁକୁ ରୋକୁଛି କୁକୁର, କାରଣ ଜାଣିଲେ…
ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତା’ର ଠିକଣା ନାହିଁ। ଆଜିକାଲି ଇଣ୍ଟରନେଟ୍ରେ ଏକ କୁକୁରର ଏମିତି ଭିଡିଓ ଭାଇରାଲ ହେଉଛି, ଯାହା ଆପଣଙ୍କ...
ଜାଣନ୍ତି ଏହି ସ୍ଥାନରେ ଗ୍ରୀଷ୍ମ ଦିନରେ ବି ହୋଇଥାଏ ପ୍ରବଳ ବର୍ଷା
ସମଗ୍ର ଦେଶରେ ମୌସୁମୀ ଏବଂ ପୂର୍ବ ମୌସୁମୀ ବର୍ଷା ପ୍ରତିଦିନ ହୋଇଥାଏ। ପାଣିପାଗ ବିଭାଗ ଦ୍ୱାରା ପ୍ରତିଦିନ ବର୍ଷା ସତର୍କ ସୂଚନା ଜାରି କରାଯାଉଛି। ବର୍ତ୍ତମାନ...
ଜଗ୍ଗି ବାସୁଦେବରୁ ସଦ୍ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …
ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ...
ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା
ଆଜି ଅର୍ଥାତ୍ ଜୁନ୍ ୪ରେ ହେଉଛି ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀଙ୍କ ଜନ୍ମଦିନ। ଏହି ଅବସରରେ ସ୍ତ୍ରୀ ଟିନା ଅମ୍ବାନୀ ସ୍ବାମୀ ଅନିଲଙ୍କ ପାଇଁ ଜନ୍ମଦିନର...
ସାବଧାନ ! ସ୍ମାର୍ଟଫୋନ୍ରୁ ଶୀଘ୍ର ଡିଲିଟ୍ କରନ୍ତୁ ଏସବୁ ଆପ୍…
ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍ ଆପ୍କୁ ଟାର୍ଗେଟ୍ କରିଛି। ଏସବୁ ଆପ୍କୁ ଶୀଘ୍ର ନିଜ...
ଭଲ ପୋଷାକ ନୁହେଁ, କେବଳ ଧାରେ ହସକୁ ନେଇ ଲୋକଙ୍କୁ କିମିଆଁ କରୁଛନ୍ତି ପାକିସ୍ତାନର ଏହି ଯୁବତୀ; ଆପଣ ଦେଖିଲେ…
ଇନ୍ଷ୍ଟ୍ରାଗ୍ରାମରେ ଲୋକପ୍ରିୟତାକୁ ନେଇ ଚର୍ଚ୍ଚାରେ ପାକିସ୍ତାନର ଜଣେ ଯୁବତୀ। ସେ ହେଲେ ଆମ୍ନା ରିଆଜ। ସାଧାସିଧା ପୋଷାକରେ ସୁନ୍ଦରତା ସହ ତାଙ୍କ ହସ ପ୍ରଶଂସକଙ୍କ ହୃଦୟ...
ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ
ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ...
ଆକାଶବାଣୀ ଉପସ୍ଥାପକ ଶଙ୍କର୍ଷଣ ମଙ୍ଗରାଜ
ଦିନଥିଲା ଯେତେବେଳେ ସକାଳୁ ସକାଳୁ ଆକାଶବାଣୀ କଟକ କେନ୍ଦ୍ରରୁ ବନ୍ଦନା କାର୍ଯ୍ୟକ୍ରମ ପରେ ପରେ ଏକ ସୁମଧୁର ଧୂନ୍ ବାଜିଉଠୁଥିଲା ତା’ପରେ ଆନାଉନ୍ସର କହୁଥିଲେ-ଏଥର ଶୁଣନ୍ତୁ...


