E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍‌ ଭାକ୍ସିନ୍‌…
11:22 amJune 17, 2021

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଏବେ ଦିଲ୍ଲୀରୁ ଖୁସି ଖବର ଆସିଛି। ବାୟୋଲୋଜିକାଲ-ଇ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ସ୍ବଦେଶୀ ଭାକ୍ସିନ୍‌ କୋର୍ବେଭାକ୍ସ୍‌ କରୋନାକୁ ହରାଇବାକୁ ସକ୍ଷମ ହେବ। ଏହି ଭାକ୍ସିନ୍‌ ୯୦ ପ୍ରତିଶତ ଫଳପ୍ରଦ ହେବ ବୋଲି କେନ୍ଦ୍ର ସରକାରଙ୍କ କୋଭିଡ୍‌ ଓ୍ବାର୍କିଂ ଗ୍ରୁପ୍‌ ଅଧ୍ୟକ୍ଷ ଡ. ନରେନ୍ଦ୍ର କୁମାର ଆରୋରା ସୂଚନା ଦେଇଛନ୍ତି। ଡ. ଆରୋରା ନ୍ୟାଶନାଲ ଏହାର ଦୁଇ ଡୋଜ୍‌ର ଦାମ ୨୫୦ ଟଙ୍କା ରହିବ। ଭାକ୍ସିନ୍‌ର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଜାରି ରହିଛି। ଏହା ଅକ୍ଟୋବର ଶେଷ ସୁଦ୍ଧା ଉପଲବ୍ଧ ହେବାର ଆଶା ରହିଛି ବୋଲି ଆରୋରା କହିଛନ୍ତି। କୋର୍ବେଭାକ୍ସ୍‌ ଭାକ୍ସିନ୍‌ର ନୋଭାଭାକ୍ସ୍‌ ସହିତ ସାମ୍ୟତା ରହିଛି। ନୋଭାଭାକ୍ସ୍‌କୁ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ କରାଯିବାର ଯୋଜନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା...

କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି

ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ...

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ...

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବମନ୍ଦିର ଫେରିଲେ ଦେବଦମ୍ପତି
Next Post Next post:
ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts