E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…
11:12 amJune 26, 2021June 27, 2021

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି ଏମ୍ସ୍‌ ପକ୍ଷରୁ କୁହାଯାଇଛି। ଦ୍ୱିତୀୟ ଲହର ଯୋଗୁ ସୃଷ୍ଟି ହୋଇଥିବା ତାଣ୍ଡବ ତୃତୀୟ ଲହରରେ ଦେଖାଯିବନି ବୋଲି ଏମ୍ସ୍‌ ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ ଶନିବାର ସୂଚନା ଦେଇଛନ୍ତି। ଦେଶରେ ଭାକ୍ସିନ୍‌ ପ୍ରଦାନ ଜାରି ରହିଥିବାରୁ ତୃତୀୟ ଲହରର ପ୍ରଭାବ ହ୍ରାସ ପାଇବ ବୋଲି ସେ କହିଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଦେଖାଦେଇଥିବା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ଅଧିକ ବେଗରେ ସଂକ୍ରମଣ ବ୍ୟାପିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ହେବ ନାହିଁ ବୋଲି ଗୁଲେରିଆ ପ୍ରକାଶ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...

ୟୁପି କ୍ୟାବିନେଟରେ ହେବନାହିଁ ପରିବର୍ତ୍ତନ

ନୂଆଦିଲ୍ଲୀ,୬।୬: ଉତ୍ତରପ୍ରଦେଶ ଭାଜପା ପ୍ରଭାରୀ ରାଧାମୋହନ ସିଂ ରବିବାର ରାଜ୍ୟପାଳ ଆନନ୍ଦୀ ବେନ୍‌ ପଟେଲଙ୍କୁ ଭେଟିବା ପରେ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରେ ଅଦଳବଦଳ ହେବା କଳ୍ପନାଜଳ୍ପନାକୁ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ...

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି)...

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...

ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…

ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ...

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ
Next Post Next post:
ମହାମାରୀରେ ବଢ଼ିଛି ଡ୍ରଗ୍ସ ସେବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts