E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…
12:27 pmJune 23, 2021

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ଏବଂ ନ୍ୟାଶନାଲ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇପିଡେମିଓଲୋଜି (ଏନ୍‌ଆଇଇ) ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟ ଖୁସି ଖବର ନେଇ ଆସିଛି। ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କରୋନା ଭାକ୍ସିନ୍‌ର ପ୍ରଥମ ଡୋଜ୍‌ କରୋନା ସଂକ୍ରମଣ ଜନିତ ମୃତ୍ୟୁ ରୋକିବାରେ ୮୨ ପ୍ରତିଶତ ପ୍ରଭାବଶାଳୀ। ସେହିପରି ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି। ଭାକ୍ସିନ୍‌ର ପ୍ରଭାବ ସମ୍ପର୍କରେ ଜାଣିବା ଲାଗି ତାମିଲନାଡୁ ପୋଲିସ ବିଭାଗର ଯବାନଙ୍କୁ ଡୋଜ୍‌ ପ୍ରଦାନ କରାଯାଇଥିଲା। ସେମାନଙ୍କଠାରେ ସୃଷ୍ଟି ହୋଇଥିବା ରୋଗପ୍ରତିରୋଧକ ଶକ୍ତିର ଯାଞ୍ଚ୍‌ କରାଯାଇଥିବା ଆଇସିଏମ୍‌ଆର୍‌-ଏନ୍‌ଆଇଇ ନିର୍ଦ୍ଦେଶକ ଡ. ମନୋଜ ମୁର୍ହେକର ସୂଚନା ଦେଇଛନ୍ତି। ଫେବୃୟାରୀ ୧ରୁ ମେ’ ୧୪ ମଧ୍ୟରେ ୩୨ ହଜାର ୭୯୨ ଯବାନଙ୍କୁ ଭାକ୍ସିନ୍‌ର ପ୍ରଥମ ଡୋଜ୍‌ ଦିଆଯାଇଥିଲା। ସେହିପରି ୬୭ ହଜାର ୬୭୩ ଯବାନଙ୍କୁ ଉଭୟ ଡୋଜନ ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ୧୭ ହଜାର ୫୯ ଯବାନଙ୍କୁ କୌଣସି ଡୋଜ୍‌ ଦିଆଯାଇ ନ ଥିଲା। ୧୩ ଏପ୍ରିଲ୍‌ରୁ ମେ’ ୧୪ ମଧ୍ୟରେ ୩୧ ଜଣ ଯବାନଙ୍କ ମୃତ୍ୟୁ ଘଟିଥିଲା। ଭାକ୍ସିନ୍‌ ଡୋଜ୍‌ର ପ୍ରଭାବକୁ ଗଭୀରଭାବେ ଅନୁଧ୍ୟାନ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧...

ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ।...

ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ

ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

ସହାୟତାର ହାତ ବଢ଼ାଇଲା ଶତ୍ରୁ…

ଜେରୁଜେଲମ୍‌୍‌,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ  ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ...

ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି।...

ଭାଜପା ଟାର୍ଗେଟରେ ମୁକୁଲ

କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡାକ୍ତରଖାନା ବାହାରେ ଅମ୍ଳଜାନ ନ ପାଇ ଆଖି ବୁଜିଥିଲେ ମା’: ଏବେ ତାଙ୍କ ସ୍ମୃତିରେ କିଛି ଏଭଳି କରି ଉଦାହରଣ ପାଲଟିଲେ ଝିଅ
Next Post Next post:
ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts