E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଶେଷରେ କ୍ଷମା ମାଗିଲା ଗୁଗଲ୍‌, ଜାଣନ୍ତୁ କାହିଁକି
12:10 pmJune 4, 2021

ଗୁଗଲ୍‌ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍‌ ସର୍ଚ୍ଚ ଇଞ୍ଜିନ୍‌ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା ଜାଣିବା ପରେ କନ୍ନଡ ଭାଷାଭାଷୀ ଗୁଗଲ୍‌ ଏହାକୁ ହଟାଇବା ପାଇଁ ଦାବି କରିଥିଲେ। ପରେ ଗୁଗଲ୍‌ ଏହାକୁ ହଟାଇବା ସହ କ୍ଷମା ପ୍ରାର୍ଥନା ମଧ୍ୟ କରିଛି।

ଗୁରୁବାର ଗୁଗଲ୍‌ ସର୍ଚ୍ଚ ଇଞ୍ଜିନ୍‌ରେ ଏପରି ଘଟଣା ଘଟିଥିଲା। ଯେଉଁ କାରଣରୁ କନ୍ନଡ ଭାଷାଭାଷୀମାନେ ପ୍ରବଳ ବିରୋଧ କରିଥିଲେ। ଫଳରେ ଗୁଗଲ୍‌କୁ କ୍ଷମା ମାଗିବାକୁ ପଡ଼ିଲା। ବାଙ୍ଗାଲୁରୁର ଏମ୍‌ପି ପିସି ମୋହନ କହିଛନ୍ତି ଯେ, ବିଜୟନଗର ପାଇଁ କନ୍ନଡ ଭାଷାର ସମୃଦ୍ଧ ଐତିହ୍ୟ ରହିଛି। ବିଶ୍ୱର ସବୁଠୁ ପୁରାତନ ଭାଷା ମଧ୍ୟରେ କନ୍ନଡ ଅନ୍ୟତମ। ମହାନ ବିଦ୍ୱାନ ଜେଫ୍ରି ଚୌସରଙ୍କ ପୂର୍ବରୁ ଭାରତର ମହାନ ପଣ୍ଡିତମାନେ ମହାକାବ୍ୟ ଲେଖିଥିଲେ। ତେଣୁ ଗୁଗଲ୍‌ କ୍ଷମା ମାଗିବା ଜରୁରୀ।

ଅନ୍ୟପକ୍ଷରେ ଗୁଗଲ୍‌ କହିଛି, ସର୍ଚ୍ଚ ସବୁବେଳେ ପରଫେକ୍ଟ ହୋଇ ନ ଥାଏ। ଇଣ୍ଟରନେଟ୍‌ରେ ଯେକୌଣସି ବିଷୟବସ୍ତୁକୁ ପରିଭାଷିତ କରାଯାଏ। ଏକ ପ୍ରଶ୍ନର ଉତ୍ତରରେ ଯାହା ଫଳାଫଳ ସାମ୍ନାକୁ ଆସିଥାଏ। ଆମେ ଜାଣୁ ଏହା ଠିକ୍‌ ନୁହେଁ। ଯଦି କୌଣସି ଅଭିଯୋଗ ଆମ ନିକଟରେ ଦାଖଲ ହୁଏ ତେବେ ଆମେ ତୁରନ୍ତ ଏହାକୁ ସଂଶୋଧନ କରୁ। ଆମେ ଆମର ଅଲଗୋରିଦମକୁ ଠିକ୍‌ କରିବା ପାଇଁ କ୍ରମାଗତ ଭାବରେ କାର୍ଯ୍ୟ କରୁଛୁ। ଏପରି ଫଳାଫଳ ଗୁଗଲ୍‌ର ମତକୁ ପ୍ରତିଫଳିତ କରିଥାଏ। ଏହି ଭୁଲ୍‌ ବୁଝାମଣା ପାଇଁ ଏବଂ ଲୋକଙ୍କ ଭାବନାକୁ ଆଘାତ ଦେଇଥିବାରୁ ଆମେ କ୍ଷମା ମାଗୁଛୁ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

କେହି ମାଲିକଙ୍କ ଘର କବାଟ ବାଡେଇଲେ ଛାତ ଉପରୁ ଥାଇ ଇଟା ଫିଙ୍ଗିଥାଏ ଏହି କୁକୁର; ଏବେ ଘଟିଲା କିଛି…

ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱାସୀ କୁକୁର ବୋଲି କୁହାଯାଏ। କାରଣ ସେ ମାଲିକର ସୁରକ୍ଷା କରିବା ସହ ତାଙ୍କର ସବୁକଥା ଅକ୍ଷରେ ଅକ୍ଷରେ ପାଳନ କରିଥାଏ।...

ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍‌ଷ୍ଟାଗ୍ରାମରେ

ମଣିଷ ପ୍ରେମରେ ବେଳେବେଳେ ଏମିତି ଧୋକା ଖାଏ ଯେ, ଚାହିଁଲେ ବି କିଛି କରିବାର କ୍ଷମତା ନ ଥାଏ। ସେମିତି ଏକ ଘଟଣା ଘଟିଛି ଜଣେ...

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ସୌଭାଗ୍ୟ ବୃଦ୍ଧି ପାଇଁ କରିବେ କେଉଁ ପ୍ରକାର ଯୋଗାସନ, ଜାଣନ୍ତୁ …

ସୁସ୍ବାସ୍ଥ୍ୟ ପାଇଁ ଦୈନଦିନ ଜୀବନରେ ଯୋଗାସନ କରିବା ଜରୁରୀ। ତେବେ ଜାତକରେ ବିଭିନ୍ନ ଗ୍ରହଙ୍କୁ ସନ୍ତୁଷ୍ଟ କରିବା ସହିତ ସୌଭାଗ୍ୟ ବୃଦ୍ଧି ଲାଗି ଭିନ୍ନ ଭିନ୍ନ...

ସମୁଦ୍ରରେ ବିଲୀନ ହେବ ଏହି ଦ୍ୱୀପ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀର ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହି କାରଣରୁ ସାରା ବିଶ୍ୱରେ ପ୍ରବଳ ବର୍ଷା, ବନ୍ୟା, ବାତ୍ୟା, ଘୂର୍ଣ୍ଣିବଳୟ ଭଳି...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

୬୯ ସନ୍ତାନ ଜନ୍ମ ଦେଇଥିଲେ ଏହି ମହିଳା! ୨୭ଥର ହୋଇଥିଲେ ଗର୍ଭବତୀ

ନିକଟରେ ମୋରକୋର ଜଣେ ମହିଳା ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଥିଲେ। କାରଣ ଏହି ମହିଳା ଜଣଙ୍କ ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇଥିଲେ। ରିପୋର୍ଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
Next Post Next post:
ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts