E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଭୁଲ ମାଗିଲା ଗୁଗଲ
10:26 pmJune 3, 2021

ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ନାଟକ ସରକାରଙ୍କ ପକ୍ଷରୁ କୁହାଯାଇଛି।

ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀଙ୍କ ସମେତ ରାଜ୍ୟର ବିଭିନ୍ନ ଦଳର ରାଜନେତା ଓ ବ୍ୟକ୍ତିବିଶେଷ ଗୁଗଲକୁ ସମାଲୋଚନା କରିବା ପରେ  ତୃଟି ପାଇଁ କ୍ଷମାପ୍ରାର୍ଥନା କରିଛି ବିଶ୍ୱର ବୃହତ୍‌ ସର୍ଚ୍ଚ ଇଞ୍ଜିନ।

କର୍ନାଟକର ଭାଷା, ପରମ୍ପରା ଓ ଜଙ୍ଗଲ ବିଭାଗ ମନ୍ତ୍ରୀ ଅରବିନ୍ଦ ଲିମ୍ବାଭଲି ଟୁଇଟରରେ ଲେଖିଛନ୍ତି, “କନ୍ନଡ଼ ଭାଷାଭାଷୀଙ୍କୁ ଅପମାନିତ କରିବା ପାଇଁ ଏହା ଗୁଗଲର ଉଦ୍ୟମ। ମୁଁ ଗୁଗଲଠାରୁ କ୍ଷମାପ୍ରାର୍ଥନା ଦାବି କରୁଛି। ଆମ ଭାଷାର ଛବି ଖରାପ କରିବା ଲାଗି ଗୁଗଲ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ”।

ଏ ସମ୍ପର୍କରେ ଗୁଗଲ ପ୍ରବକ୍ତା କହିଛନ୍ତି, ସର୍ଚ୍ଚ ଇଞ୍ଜିନ ସର୍ବଦା ସଠିକ୍‌ ଉତ୍ତର ଦିଏନାହିଁ। ନିର୍ଦ୍ଦିଷ୍ଟ ପ୍ରଶ୍ନର ଫଳାଫଳ ଆଶ୍ଚର୍ଯ୍ୟଜନକ ହୋଇପାରେ। ଆମେ ଜାଣିଛୁ ଏହା ଉଚିତ ନୁହେଁ। ଏହାକୁ ଆମେ ସଂଶୋଧନ କରିବୁ। ସାଧାରଣତଃ, ପ୍ରଶ୍ନର ଉତ୍ତରରେ ଗୁଗଲ ନିଜସ୍ବ ମନ୍ତବ୍ୟ ଦିଏନାହିଁ। ଭୁଲ ବୁଝାମଣା ଓ କନ୍ନଡ଼ ଭାଷାଭାଷୀଙ୍କ ଭାବନାକୁ ଆଘାତ ଦେଇଥିବାରୁ କ୍ଷମାପ୍ରାର୍ଥନା କରୁଛୁ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ...

ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା

ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା...

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍‌...

ମେଘାଙ୍କୁ ପୁଲିଜର

ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍‌ଙ୍କୁ ମର୍ଯ୍ୟାଦାଜନକ...

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ...

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ...

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ
Next Post Next post:
ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts