E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…
11:35 amJune 22, 2021

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଦ୍ୱିତୀୟ ଲହର ଆସିବା ନେଇ ବହୁ ପୂର୍ବରୁ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଥିଲେ ମଧ୍ୟ ସରକାର ଏହାକୁ ଅଣଦେଖା କରିଥିଲେ। ଫଳରେ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ରାହୁଲ ଆୟୋଜିତ ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏବେ ଦେଶରେ ତୃତୀୟ ଲହର ଆସିବ ବୋଲି ବିଶେଷଜ୍ଞମାନଙ୍କପକ୍ଷରୁ ସତର୍କ ସୂଚନା ଜାରି କରିଛନ୍ତି। କେନ୍ଦ୍ର ସରକାର ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ବୋଲି ରାହୁଲ କହିଛନ୍ତି। ତୃତୀୟ ଲହର ପ୍ରସ୍ତୁତି ନେଇ ରାହୁଲ କଂଗ୍ରେସ ପକ୍ଷରୁ ଏକ ଶ୍ୱେତପତ୍ର ଜାରି କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି।...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ

ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏସ୍‌ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ
Next Post Next post:
୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts