ନୂଆଦିଲ୍ଲୀ,୨୬।୬: ସରକାରୀ ବାବୁମାନେ କେବଳ ବନ୍ଦ କୋଠରୀରେ ନ ବସି ଗରିବଙ୍କ ପାଖରେ ପହଞ୍ଚି ସେମାନଙ୍କର ସମସ୍ୟା ସମାଧାନ କରନ୍ତୁ ବୋଲି କେନ୍ଦ୍ରୀୟ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ବନ୍ଦ କୋଠରୀରେ ବସି ରହିବା ସଂସ୍କୃତିଠାରୁ ପ୍ରଶାସନିକ ଅଧିକାରୀମାନେ ଦୂରେଇ ରହିବା ଆବଶ୍ୟକ ବୋଲି ମୈସୁରି ସ୍ଥିତ ଲାଲ୍ ବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନ ଏକାଡ଼େମୀର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଦେଶର ବିକାଶ ପାଇଁ ସରକାରୀ ବାବୁମାନେ ଅଫିସର କୋଠରୀରୁ ବାହାରି ସାଧାରଣ ଜନତାଙ୍କ ଆବଶ୍ୟକତାକୁ ହୃଦୟଙ୍ଗମ କରି ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଉଚିତ ବୋଲି ସେ ପରାମର୍ଶ ଦେଇଛନ୍ତି।
ବିଏସ୍ପିର ୯ ବିଦ୍ରୋହୀ ବିଧାୟକ ଏସ୍ପିରେ ହୋଇପାରନ୍ତି ସାମିଲ
ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...
୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…
ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...
‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍ ପଠାଅ’
ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ...
ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…
ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...
ସେପ୍ଟେମ୍ବରରେ ନୋଭାଭାକ୍ସ
ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି।...
ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା...
ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍ କଲ୍; ଆଉ ତା’ପରେ ସବୁ ବଦଳି ଗଲା
ମିରୁଟ୍,୧୧।୬: ଉତ୍ତରପ୍ରଦେଶର ମିରୁଟ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା
ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍କୁ ନେଇ ବଲିଉଡ୍ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...


