E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…
2:09 pmJune 23, 2021

କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍‌ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ ଏଭଳି କହିଛନ୍ତି। ଲୋକସଭା ବାଚସ୍ପତି ଓମ୍‌ ବିରଳାଙ୍କ ସହିତ ଏକ ଭର୍ଚୁଆଲ୍‌ ବୈଠକରେ ବିମାନ ରାଜ୍ୟପାଳଙ୍କ ବିରୋଧରେ ଏଭଳି ଅଭିଯୋଗ କରିଛନ୍ତି। ଏହା ପୂର୍ବରୁ ତୃଣମୂଳ କଂଗ୍ରେସ ନେତା କୁନାଲ ଘୋଷ ଅଭିଯୋଗ କରିଥିଲେ ଯେ, ରାଜ୍ୟପାଳ ରାଜ୍ୟରେ ଅଶାନ୍ତି ସୃଷ୍ଟି ଲାଗି ଷଡ଼ଯନ୍ତ୍ର କରୁଛନ୍ତି। ସାମ୍ବିଧାନିକ ବ୍ୟବସ୍ଥା ଭୁଲି ରାଜ୍ୟପାଳ ଭାଜପା ଏଜେଣ୍ଟ ଭାବେ କାର୍ଯ୍ୟ କରୁଥିବା ସେ କହିଥିଲେ। ରାଜଭବନ ଭାଜପା କାର୍ଯ୍ୟାଳୟ ପାଲଟିଥିବା କୁନାଲ ଅଭିଯୋଗ ଆଣିଥିଲେ। ଲୋକମତକୁ ଭାଜପା ଗ୍ରହଣ କରିବାକୁ ପ୍ରସ୍ତୁତ ନୁହେଁ। ତେଣୁ ରାଜ୍ୟରେ ସମ୍ବିଧାନର ଅନୁଚ୍ଛେଦ ୩୫୫ ଏବଂ ୩୫୬ର ପ୍ରୟୋଗ କରିବାକୁ ଷଡ଼ଯନ୍ତ୍ର କରୁଥିବା କୁନାଲ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅଡ୍‌ ଇଭିନ୍‌ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…

ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍‌ଡାଉନ୍‌ ପରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା...

ମାଆବାପା ପଜିଟିଭ୍‌ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି

ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ...

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...

ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି

ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ...

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍‌...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

ସୋସିଆଲ ମିଡିଆକୁ ଟାର୍ଗେଟ

ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ମତରେ ବିଶ୍ୱ ପ୍ରେସ୍‌ ଫ୍ରିଡମ୍‌ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ
Next Post Next post:
ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts