E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା
9:19 pmJune 6, 2021

ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍‌ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍‌ରେ ୮ ଜଣ ଆହତ ହୋଇଥିବା ପୋଲିସ କଣ୍ଟ୍ରୋଲ ରୁମ୍‌ରୁ ଅଧିକାରୀ ରବିବାର କହିଛନ୍ତି।

ଦକ୍ଷିଣ କଶ୍ମୀରର ଅଓ୍ବନ୍ତିପୁରାର ଟ୍ରାଲ ଅଞ୍ଚଳରେ ଥିବା ବସ୍‌ ଷ୍ଟାଣ୍ଡରେ ଘଟିଥିବା ବିସ୍ଫୋରଣ ଘଟିଛି। ଅରାତଙ୍କବାଦୀମାନେ ପୋଲିସ ଓ ସିଆରପିଏଫ୍‌ ଯବାନଙ୍କୁ ଟାର୍ଗେଟ କରି ଗ୍ରେନେଡ୍‌ ମାଡ଼ କରିଥିଲେ। ଟାର୍ଗେଟ ମିସ ହେବାରୁ ସର୍ବସାଧାରଣ ସ୍ଥାନରେ ଗ୍ରେନେଡ୍‌ ପଡ଼ିଥିଲା। ୭ ଜଣ ସାମାନ୍ୟ ଆହତ ହୋଇଥିବାବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆକ୍ରମଣକାରୀକୁ ଠାବ କରିବା ପାଇଁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ

ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...

ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ...

ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ

ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ...

୨୪କୁ ନଜର, ୨୨ ପାଇଁ ଛାନିଆ

ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା...

ଏଠି ମାରିବି ଶ୍ମଶାନରେ ପଡ଼ିବ

କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା...

ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇକୁ ନିର୍ଦ୍ଦେଶ: ୧୫ ଦିନରେ ମୂଲ୍ୟାୟନ ପଦ୍ଧତି ଦର୍ଶାଅ

ନୂଆଦିଲ୍ଲୀ,୪।୬(ପି.ଟି.):କରୋନା ମହାମାରୀ ପାଇଁ ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ସୁପ୍ରିମକୋର୍ଟ ଗୁରୁବାର ଖୁସିବ୍ୟକ୍ତ କରିଛନ୍ତି। ତେବେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ସମ୍ପର୍କରେ...

୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…

ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୩ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ ଏହି ଟିକା
Next Post Next post:
ସେଲ୍‌ଫି ନିଶା ନେଲା ୨ ଯୁବକଙ୍କ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts