E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ
7:51 amJune 21, 2021

ବୁଦାପେଷ୍ଟ,୨୧।୬: ୟୁରୋକପ୍‌ରେ ଶନିବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଆଣ୍ଟୋନିଓ ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କରିଛନ୍ତି। ଏହି ମୁକାବିଲାରେ ଫ୍ରାନ୍ସ ଓ ହଙ୍ଗେରୀ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। ପ୍ରଥମାର୍ଦ୍ଧ ଇଞ୍ଜୁରି ଟାଇମର ଦ୍ୱିତୀୟ ମିନିଟ୍‌ରେ ଅଟିଲା ଫିଓଲା ଗୋଲ ଦେଇ ହଙ୍ଗେରୀକୁ ଅଗ୍ରଣୀ କରାଇଥିଲେ। ହଙ୍ଗେରୀ ବିପକ୍ଷରେ ଫ୍ରାନ୍ସ ସଂଘର୍ଷ କରୁଥିବା ଦେଖାଯାଇଥିଲା। ଦ୍ୱିତୀୟାର୍ଦ୍ଧର ୬୬ତମ ମିନିଟ୍‌ରେ ଗ୍ରୀଜ୍‌ମେନ ଗୋଲ ଦେଇ ମ୍ୟାଚ୍‌କୁ ସମାନ ସ୍ଥିତିକୁ ଆଣିଥିଲେ। ଫ୍ରାନ୍ସ ଦ୍ୱିତୀୟ ଗୋଲ ଦେବାକୁ ସକ୍ଷମ ହୋଇପାରି ନ ଥିଲା। ଫଳରେ ମ୍ୟାଚ୍‌ ଡ୍ର ରହିଥିଲା। ଫ୍ରାନ୍ସ ଗ୍ରୁପ୍‌ ଏଫ୍‌’ ଶୀର୍ଷରେ ରହିଛି। ଫ୍ରାନ୍ସ ତରଫରୁ କିଲିଆନ ଏମ୍‌ବାପ୍ପେ ଓ କରିମ ବେଞ୍ଜେମା ଏକାଧିକ ସୁଯୋଗ ହାତଛଡ଼ା କରିଥିଲେ। ଗ୍ରୀଜ୍‌ମ୍ୟାନ ଏଥିସହ ଫ୍ରାନ୍ସ ପାଇଁ ୩୮ତମ ଗୋଲ ସ୍କୋର କରିଛନ୍ତି। ସ୍ଥାନୀୟ ପୁସ୍‌କାସ ଏରିନାରେ ୬୭,୨୧୫ ଦର୍ଶକଙ୍କ ସାମ୍ନାରେ ଏହି ମ୍ୟାଚ୍‌ ଖେଳାଯାଇଥିଲା। ଚଳିତ ୟୁରୋକପ୍‌ରେ ଏକମାତ୍ର ଏହି ଷ୍ଟାଡିୟମରେ ପୂରା ଦର୍ଶକ ମ୍ୟାଚ୍‌ ଦେଖିବାର ସୁଯୋଗ ହାସଲ କରିଛନ୍ତି। ଘରୋଇ ପରିବେଶ ଓ ଦର୍ଶକଙ୍କ ସାମ୍ନାରେ ହଙ୍ଗେରୀ ଖେଳାଳିମାନେ ବେଶ୍‌ ଉତ୍ସାହିତ ହୋଇ ଖେଳିଥିଲେ ଓ ବିପର୍ଯ୍ୟୟ ଘଟାଇବାର ସମ୍ଭାବନା ସୃଷ୍ଟି କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ୟୁଏସ୍‌ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି

ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଗତବର୍ଷ...

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...

ପାକିସ୍ତାନର ବ୍ୟାଟିଂ କୋଚ୍‌ ପଦରୁ ହଟିଲେ ପୂର୍ବତନ ଅଧିନାୟକ

କରାଚୀ,୨୨।୬: ପୂର୍ବତନ ଅଧିନାୟକ ୟୁନିସ ଖାନ ପାକିସ୍ତାନ ଦଳର ବ୍ୟାଟିଂ କୋଚ୍‌ ପଦରୁ ଓହରି ଯାଇଛନ୍ତି। ତାଙ୍କର ଏଭଳି ନିଷ୍ପତ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ...

ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..

ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ଏସ୍‌ଆର୍‌ ଅନ୍‌ଲାଇନ୍‌ ଚେସ୍‌: ଓମ୍‌ ଆଦିତ୍ୟ ଚାମ୍ପିୟନ

ଭୁବନେଶ୍ୱର,୧।୬(କ୍ରୀଡ଼ା ପ୍ରତିନିଧି): ଏସ୍‌ଆର୍‌ ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୯ତମ ଅନ୍‌ଲାଇନ୍‌ ଚେସ୍‌ରେ ଓମ୍‌ ଆଦିତ୍ୟ ଖାଡଙ୍ଗା ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

ଜାପାନରୁ ଫେରିଲେନି ମ୍ୟାନ୍‌ମାର ଫୁଟ୍‌ବଲର

ଟୋକିଓ, ୧୮ା୬ (ଏପି)- ଜାପାନରେ ୨୦୨୨ ବିଶ୍ୱକପ୍‌ କ୍ୱାଲିଫାୟର୍ସ ଖେଳିବା ଲାଗି ଆସିଥିବା ମ୍ୟାନ୍‌ମାର ଜାତୀୟ ଫୁଟ୍‌ବଲ ଦଳର ଜଣେ ଖେଳାଳି ସ୍ବଦେଶ ଫେରିବା ଲାଗି...

ଗୋଟିଏ ଦିନରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୨୫।୬: ଅଷ୍ଟ୍ରେଲିୟ କ୍ରିକେଟ ଟିମ୍‌ ଘରୋଇ ମାଟିରେ ସଂଘର୍ଷ କରିବା ଭଳି ଘଟଣା ବିରଳ। କାରଣ ଅନେକ କ୍ରିକେଟର ଏଠାରେ ବ୍ୟାଟିଂ କରି ଇତିହାସ ସୃଷ୍ଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ପେନ୍‌- ପୋଲାଣ୍ଡ ମ୍ୟାଚ୍‌ ଡ୍ର
Next Post Next post:
ସ୍ବାମୀଙ୍କ ସହ ବୋଲ୍ଡ ଲୁକ୍‌ରେ ନଜର ଆସିଲେ ଏହି ଅଭିନେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts