E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…
1:32 pmJune 7, 2021

ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର ବିବାହ ପାଇଁ ଆସି ହଟହଟା ହୋଇଛନ୍ତି। ରାସ୍ତା କାଦୁଅରେ ଭରି ଥିବାରୁ ୩ କିଲୋମିଟର ଦୂର କାନ୍ଧରେ ବସି ବରଙ୍କୁ ଆସିବାକୁ ପଡ଼ିଥିଲା। ଏହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଦେଶ ସ୍ବାଧୀନ ହେବାର ୭୩ ବର୍ଷ ବିତିଲାଣି। ତଥାପି ଦେଶରେ ଥିବା କିଛି ଗାଁର ଚିତ୍ର ଆଜିଯାଏ ବଦଳିନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ଡୁନମରାଓ ଗାଁ। ଖରାଦିନେ ବି ବର୍ଷା ଟିକେ ହୋଇଗଲେ ଏହି ଗାଁ ରାସ୍ତାର ଅବସ୍ଥା ପୂରା ସଙ୍ଗିନ ହୋଇପଡ଼େ। ଏନେଇ ଗ୍ରାମବାସୀଙ୍କୁ ପଚାରିବାରୁ ସେମାନେ କୁହନ୍ତି, ଦୀଘବର୍ଷ ଧରି ଗାଁରେ ଏହି ସମସ୍ୟା ଲାଗି ରହିଛି। ସ୍ଥାନୀୟ ଜନପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ।

ଡୁମରାଓ ଗାଁ ମୁଖ୍ୟାଳୟଠାରୁ ମାତ୍ର ୨୦ କିଲୋମିଟର ଦୂରରେ ଅବସ୍ଥିତ। ଯେଉଁଠାରେ ମୁଖ୍ୟରାସ୍ତାକୁ ଯିବା ପାଇଁ ଭଲ ରାସ୍ତାଟିଏ ନାହିଁ। ଅଦିନିଆ ବର୍ଷା ହେଲେ କଥା ସରେ। ଲୋକେ ବହୁତ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ତୁରନ୍ତ ଏହି ଗାଁ ରାସ୍ତା ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ପ୍ରଶାସନ ନିକଟରେ ଦାବି କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା...

ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର

ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ...

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକାଦାନ ଏବେ ଭୋଟ୍‌ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…
Next Post Next post:
ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts