ସୋର,୧୭ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ୧୦ ଜଣ ଆହତ ହୋଇ ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଗ୍ରାମର ଅକ୍ଷୟ ନାୟକଙ୍କ ଘରେ ପଶି କେତେକ ବ୍ୟକ୍ତି ଭୁଜାଲି ଓ ଖଣ୍ଡାରେ ପରିବାର ସଦସ୍ୟଙ୍କୁ ଆକ୍ରମଣ କରିଥିଲେ। ଏଥି ସହିତ ତାଙ୍କ ଘର ଆଜ୍ବେଷ୍ଟସ, ବାକକ୍ ଓ ଷ୍ଟ୍ରିଟ୍ ଲାଇଟ ଭାଙ୍ଗି ଦେଇଥିଲେ। ଏହାକୁ ପଡ଼ୋଶୀମାନେ ଲୋକ ବିରୋଧ କରିଥିଲେ। ଫଳରେ ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ୪ ଜଣଙ୍କୁ ଅଟକ ରଖିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.