E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…
12:11 pmJune 10, 2021

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଆକ୍ରାନ୍ତ ଶିଶୁଙ୍କ ପାଇଁ ମାର୍ଗଦର୍ଶିକା ପ୍ରକାଶ ପାଇଛି। ଛୋଟପିଲାଙ୍କ କ୍ଷେତ୍ରରେ ରେମଡେସିଭିର ବ୍ୟବହାର ମନା କରାଯାଇଛି। ରେମଡେସିଭିର ପାର୍ଶ୍ୱ ପ୍ରତିକ୍ରିୟା ଛୋଟ ପିଲାଙ୍କ ଉପରେ କିଭଳି ରହୁଛି ସେ ନେଇ ପ୍ରର୍ଯ୍ୟାପ୍ତ ତଥ୍ୟ ଉପଲବ୍ଧ ନ ଥିବାରୁ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।

ସେହିପରି ଜରୁରୀ କ୍ଷେତ୍ରରେ ସିଟି ସ୍କାନ୍‌ କରାଯିବାକୁ ମହାନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ବିନା ଲକ୍ଷଣ କ୍ଷେତ୍ରରେ ଷ୍ଟେରଏଡ୍‌ର ବ୍ୟବହାରକୁ ମଧ୍ୟ ମନା କରାଯାଇଛି। ଛୋଟ ପିଲାଙ୍କ ଅକ୍ସିଜେନ୍‌ ସ୍ତର ଯାଞ୍ଚ୍‌ ପାଇଁ ୬ ମିନିଟ୍‌ର ଓ୍ବାର୍କ ଆଉଟ୍‌ କରାଯିବାକୁ ମାର୍ଗଦର୍ଶିକାରେ କୁହାଯାଇଛି। ୯୪ ପ୍ରତିଶତରୁ କମ୍‌ ସାଚୁରେଶନ କ୍ଷେତ୍ର ହସ୍ପିଟାଲ୍‌ରେ ଭର୍ତ୍ତି କରାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ସାଧାରଣ କରୋନା ସଂକ୍ରମଣ ଲକ୍ଷଣ ପ୍ରକାଶ ପାଉଥିବା ଛୋଟ ପିଲାଙ୍କୁ ସେମାନଙ୍କ ଶରୀର ଓଜନର ପ୍ରତି କିଲୋଗ୍ରାମ୍‌ ହିସାବରେ ୧୦-୧୫ ମିଲିଗ୍ରାମ୍‌ ପାରାସିଟାମଲ ୪ରୁ ୬ ଘଣ୍ଟା ଅନ୍ତରରେ ଦେବାକୁ କୁହାଯାଇଛି। ମଧ୍ୟମ ଆକ୍ରାନ୍ତ କ୍ଷେତ୍ରରେ ଅକ୍ସିଜେନ ଦେବାକୁ ମାର୍ଗଦର୍ଶିକାରେ ଦର୍ଶାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ...

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି...

କୋଭିଶିଲ୍ଡ୍‌ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

କରୋନା ଗ୍ରାଫ୍‌ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ...

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...

ଏଲ୍‌ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର

ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍‌ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍‌ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍‌ମୋ ମେଶିନ
Next Post Next post:
ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts