ଛତ୍ରପୁର,୨୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗ୍ରାମରେ ଶନିବାର ଗୁଣିଆ ସନ୍ଦେହରେ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂଘବଦ୍ଧ ଭାବେ ବ୍ରହ୍ମପୁର ଅଞ୍ଚଳର ଏନ୍.ଭେଙ୍କଟ ରମଣ(୫୦)ଙ୍କୁ ପିଟିପିଟି ଜୀବନରେ ମାରିଦେଇଥିଲେ । ଏହାସହ ରାମେୟାପଲ୍ଲୀ ଗ୍ରାମର ପି.ଭୀମରାଜୁ ରେଡ୍ଡୀ ଏବଂ ବ୍ରହ୍ମପୁରର ପି.ଧବଳେଶ୍ୱର ରେଡ୍ଡୀ ମଧ୍ୟ ଉକ୍ତ ସଂଘବଦ୍ଧ ଆକ୍ରମଣରେ ଗୁରୁତର ହୋଇଥିଲେ ।
ଏନେଇ ଆହତ ଭୀମରାଜୁ ଚମାଖଣ୍ଡି ଥାନାରେ ଏତଲା ଦେଇଥିଲେ ଏହାକୁ ନେଇ ପୋଲିସ ଏକ ୧୨୦/୨୧ମାମଲା ରୁଜୁ କରିଛନ୍ତି । ଏହି ମାମଲାରେ ୧୩ ଜଣଙ୍କୁ ଗିରଫ କରାଯାଇଥିବା ରବିବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ କହିଛନ୍ତି। ଆଉ କେତେକଙ୍କୁ ଅଟକ ରଖି ପଚରା ଉଚରା କରାଯାଉଥିବା କୁହାଯାଇଛି। ଅପରପକ୍ଷରେ ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ ହୋଇଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।...
ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ
ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)।...
ଦୁଇ କାର୍ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର
ଦିଗପହଣ୍ଡି,୧୯ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ...
ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…
କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ...
ନଦୀଭିତ୍ତିକ ବନ୍ଦର ସ୍ବପ୍ନ
କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍-ପ୍ରାଇଭେଟ୍-ପାର୍ଟନରଶିପ୍ (ପିପିପି) ମୋଡ୍ରେ...
ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ
ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍ ଭାବେ ଏହି...
ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା
ଗଞ୍ଜାମ,୧୭।୬(ଡି.ଏନ୍.ଏ.): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ପରିଦର୍ଶନରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଗୁରୁବାର ଜିଲାପାଳଙ୍କ ସମେତ ଉପଜିଲାପାଳ, ତହସିଲଦାର, ବିଡ଼ିଓ ଓ ଏନ୍ଏସି...
ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼
ସାଲେପୁର, ୮।୬(ଡି.ଏନ୍.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍ ଖାଁଙ୍କ ଘର...


