ବଲିଉଡ୍ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି ଏଲ୍ଏଲ୍ବି ଭଳି ଚଳଚ୍ଚିତ୍ରରେ ଦମ୍ଦାର୍ ଅଭିନୟ ପାଇଁ ବେଶ ଜଣାଶୁଣା। ହିନ୍ଦୀ ଚଳଚ୍ଚିତ୍ର ପରେ ସେ ତେଲୁଗୁ ସିନେମା ଆଡକୁ ମୁହାଁଇଥିଲେ। ଅମୃତା କେବଳ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ତା’ନୁହେଁ, ପ୍ରସିଦ୍ଧ ଚିତ୍ରକର ଏମ୍ଏଫ୍ ହୁସେନ ମଧ୍ୟ ତାଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ। ଏମ୍ଏଫ୍ ଖୁବ କମ ମହିଳାଙ୍କ ସୌନ୍ଦର୍ଯ୍ୟରେ ଆକର୍ଷିତ ହୋଇଥିଲେ, ସେଥିମଧ୍ୟରୁ ଅମୃତା ରାଓ ଅନ୍ୟତମ। ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ତାଙ୍କ କାନଭାସରେ ରଖିବା ପରେ ଏମଏଫ ହୁସେନ ଅମୃତା ରାଓଙ୍କ ଚିତ୍ର ମଧ୍ୟ ଆଙ୍କିଥିଲେ। ଅମୃତା ରାଓ ଥରେ କହିଥିଲେ, ଏମଏଫ ହୁସେନଙ୍କ ପ୍ରଶଂସା ପାଇବା ମୋ ଜୀବନର ସବୁଠୁ ବଡ଼ ଉପହାର।
ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ
ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ଧାରାବାହିକ ପାଣ୍ଡ୍ୟା ଷ୍ଟୋର ଅଭିନେତା ଅକ୍ଷୟ ଖରୋଦିୟା। ପ୍ରେମିକା ତଥା ପେସାରେ ଡାକ୍ତର ଥିବା ଦିବ୍ୟା ପୁନେଥାଙ୍କ...
ଅଭିନେତାଙ୍କୁ ଭଲ ପାଇ ପଶ୍ଚାତାପ କରୁଛନ୍ତି ଏହି ଅଭିନେତ୍ରୀ, କହିଲେ ଜୀବନରେ ଫିଲ୍ମ ଇଣ୍ଡଷ୍ଟ୍ରିର ଆଉ କାହାକୁ ଭଲ ପାଇବିନି
ମୁମ୍ବାଇ: ଅଭିନେତ୍ରୀ ମିନୀଷା ଲାମ୍ବା ଆଜିକାଲି ପର୍ସନାଲ ଲାଇଫ୍କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସ୍ବାମୀଙ୍କଠାରୁ ଛାଡ଼ପତ୍ର ପାଇବା ପରେ ଜଣେ ବ୍ୟକ୍ତିଙ୍କ ସହ ରିଲେସନଶିପ୍ରେ ରହୁଥିଲେ।...
କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’
ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି।...
ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ: ବଲିଉଡ୍ କୁଇନ୍ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା...
‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍କା: ପ୍ରଥମେ ଟିଆର୍ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର
ବମ୍ବେ: ଲଗାତାର ଭାବେ ଟିଆର୍ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍ପି...
ପୁଅର ପ୍ରଥମ ଝଲକ୍ ଦେଖାଇଲେ କପିଲ୍ ଶର୍ମା
କମେଡି କିଙ୍ଗ୍ କପିଲ୍ ଶର୍ମା ଏବେ ଶୁଟିଂରୁ କିଛି ଦିନ ବିରତି ନେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ସେ ସୋସିଆଲ ମିଡିଆରେ ବହୁତ...
କବୀର ସିଂର ଦୁଇ ବର୍ଷ ପରେ ସାହିଦ୍ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…
ବଲିଉଡ୍ ଅଭିନେତା ସାହିଦ କପୁର ଏଯାବତ୍ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା।...
ବିଶ୍ୱାସ କରିପାରୁନାହାନ୍ତି ରଣବୀର
ଗତ କିଛି ବର୍ଷ ମଧ୍ୟରେ ରଣବୀର ସିଂ ନିଜକୁ ଜଣେ ଲୋକପ୍ରିୟ ଅଭିନେତା ଭାବରେ ପ୍ରତିପାଦିତ କରିସାରିଛନ୍ତି। ଯେ କୌଣସି ଭୂମିକା ହେଉ ତାହାକୁ ବେଶ୍...


