ବଲିଉଡ୍ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି ଏଲ୍ଏଲ୍ବି ଭଳି ଚଳଚ୍ଚିତ୍ରରେ ଦମ୍ଦାର୍ ଅଭିନୟ ପାଇଁ ବେଶ ଜଣାଶୁଣା। ହିନ୍ଦୀ ଚଳଚ୍ଚିତ୍ର ପରେ ସେ ତେଲୁଗୁ ସିନେମା ଆଡକୁ ମୁହାଁଇଥିଲେ। ଅମୃତା କେବଳ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ତା’ନୁହେଁ, ପ୍ରସିଦ୍ଧ ଚିତ୍ରକର ଏମ୍ଏଫ୍ ହୁସେନ ମଧ୍ୟ ତାଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ। ଏମ୍ଏଫ୍ ଖୁବ କମ ମହିଳାଙ୍କ ସୌନ୍ଦର୍ଯ୍ୟରେ ଆକର୍ଷିତ ହୋଇଥିଲେ, ସେଥିମଧ୍ୟରୁ ଅମୃତା ରାଓ ଅନ୍ୟତମ। ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ତାଙ୍କ କାନଭାସରେ ରଖିବା ପରେ ଏମଏଫ ହୁସେନ ଅମୃତା ରାଓଙ୍କ ଚିତ୍ର ମଧ୍ୟ ଆଙ୍କିଥିଲେ। ଅମୃତା ରାଓ ଥରେ କହିଥିଲେ, ଏମଏଫ ହୁସେନଙ୍କ ପ୍ରଶଂସା ପାଇବା ମୋ ଜୀବନର ସବୁଠୁ ବଡ଼ ଉପହାର।
ଗର୍ଲଫ୍ରେଣ୍ଡ ମୋତେ ହୃଦୟରୁ ଜାଣିଛନ୍ତି କହିଲେ ଏହି ଅଭିନେତା
ମୁମ୍ବାଇ,୨ା୬: ଅର୍ଜୁନ କପୁର ଏବଂ ମଲାଇକା ଆରୋରା ସେମାନଙ୍କ ରୋମାନ୍ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଦୁଇଜଣ ଦୀର୍ଘଦିନ ଧରି ଡେଟ୍ରେ ରହି ଆସୁଛନ୍ତି। ଏକ...
ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର...
ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍...
ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍ଇନ୍ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !
ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...
ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍: ଗାଡି ରୋକିଲା ପୋଲିସ
ବଲିଉଡ ଅଭିନେତା ଟାଇଗର ଶ୍ରଫ୍ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ...
ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି: ଝିଅର ଖୁସି କହିଲେ ନ ସରେ
ରାଞ୍ଚି,୪।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ କମ ସକ୍ରିୟ ରୁହନ୍ତି। କିନ୍ତୁ ତାଙ୍କ ସହ ଜଡିତ ଖବର,...
ସାଇକେଲ୍ରେ ବ୍ରେଡ୍-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ
ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...
ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା
ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା...


