E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଇନ୍‌ସୁଲିନ୍‌ ନେଇ ପଡିଆକୁ ଓହ୍ଲାଉଥିଲେ ଏହି ଆକ୍ରମକ ବୋଲର୍‌: କ୍ରିକେଟ୍‌ରେ ହାସଲ କରିଥିଲେ ଅନେକ ରେକର୍ଡ
10:43 amJune 3, 2021

ପାକିସ୍ତାନର ପୂର୍ବତନ ଅଧିନାୟକ ୱାସିମ ଆକ୍ରାମ ଦୁନିଆର ଶ୍ରେଷ୍ଠ ବାମହାତୀ ପେସର ଭାବରେ ଜଣାଶୁଣା। ଆକ୍ରାମ ଜୁନ ୩, ୧୯୬୬ରେ ପାକିସ୍ତାନର ଲାହୋରରେ ଜନ୍ମଗ୍ରହଣ କରିଥିଲେ। ଆକ୍ରାମଙ୍କ ଅନ୍ତର୍ଜାତୀୟ କ୍ୟାରିଅର୍‌ ୧୯ ବର୍ଷ ଧରି ଚାଲିଥିଲା, କିନ୍ତୁ ଏହି ସମୟ ମଧ୍ୟରେ ତାଙ୍କୁ ମାରାତ୍ମକ ରୋଗ ମଧୁମେହ ସହିତ ମଧ୍ୟ ସାମ୍ନା କରିବାକୁ ପଡିଥିଲା। ଆକ୍ରାମ ମାତ୍ର ୨୯ ବର୍ଷ ବୟସରେ ଏହି ରୋଗର ଶିକାର ହୋଇଥିଲେ। ସେ ଟାଇପ -୧ ଡାଇବେଟିସର ଶିକାର ହୋଇଥିଲେ। ତେବେ ଏହା ସତ୍ତ୍ୱେ ସେ ନିଜ କ୍ୟାରିୟରରେ ୯୧୬ ଉଇକେଟ ନେବାରେ ସଫଳ ହୋଇଥିଲେ। ଅନେକଥର ଇନ୍‌ସୁଲିନ୍‌ ନେଇ ତାଙ୍କୁ ପଡିଆକୁ ଓହ୍ଲାଇବାକୁ ପଡୁଥିଲା। ପ୍ରତିଦିନ ସେ ୧୦ କିଲୋମିଟର ଦୌଡ଼ୁଥିଲେ।

ମଧୁମେହ ସହିତ ଆକ୍ରାମ ଖେଳିବା ଜାରି ରଖିଥିଲେ। ପଡ଼ିଆରେ ମଧ୍ୟାହ୍ନ ଭୋଜନ ବିରତି ସମୟରେ ଇନସୁଲିନ ସନ୍ତୁଳନ କରିବା ପାଇଁ ଆକ୍ରାମ କୌଶଳ ଶିଖିଲେ। ସେ କହିଥିଲେ ଯେ ଅସୁସ୍ଥତା ପରେ ମଧ୍ୟ ମୁଁ ଏକଦିବସୀୟ ଏବଂ ଟେଷ୍ଟ କ୍ରିକେଟରେ ୧୫୦ରୁ ଅଧିକ ଉଇକେଟ ପାଇଛି। ୱାସିମ ପାକିସ୍ତାନ ପାଇଁ ୧୦୪ ଟେଷ୍ଟ ଖେଳି ୪୧୪ ଉଇକେଟ ନେଇଥିବାବେଳେ ୩୫୬ଟି ଦିନିକିଆରେ ୫୦୨ ଉଇକେଟ ନେଇଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ଆକ୍ରାମ ଚାରୋଟି ହ୍ୟାଟ୍ରିକ ନେଇଛନ୍ତି, ଏହି ସଫଳତା ହାସଲ କରିବାରେ ସେ ହେଉଛନ୍ତି ଏକମାତ୍ର ବୋଲର। ଅକ୍ରାମ ଦୁଇଥର ଏକଦିବସୀୟରେ ଏବଂ ଦୁଇଥର ଟେଷ୍ଟରେ ଏହି ସଫଳତା ହାସଲ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୭।୬: ୟୁକେର ସାଉଥାମ୍ପଟଠାରେ ଶୁକ୍ରବାରଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’

ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍‌ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ...

ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା...

ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ: ସଜନ, ଶ୍ରୀହରିଙ୍କୁ ସ୍ବର୍ଣ୍ଣ ପଦକ

ବେଲ୍‌ଗ୍ରେଡ, ୨୧ା୬ (ପି.ଟି.)-ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ ପ୍ରତିଯୋଗିତାରେ ଅଲିମ୍ପିକ ଆଶାୟୀ ସଜନ ପ୍ରକାଶ ଓ ଶ୍ରୀହରି ନଟରାଜ ସେମାନଙ୍କ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।...

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...

ଜେଲ୍‌ରୁ ମହାନ୍‌ କ୍ରିକେଟର୍‌: ଦଳକୁ କରିଥିଲେ ବିଶ୍ୱ ଚାମ୍ପିଅନ୍‌

ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ...

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି
Next Post Next post:
୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts