E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

କ୍ଷମା ମାଗିଲେ ହରଭଜନ
9:32 pmJune 7, 2021

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଭିନ୍ଦ୍ରନଓ୍ବାଲେ ୧୯୮୪ ବ୍ଲୁଷ୍ଟାର ଅପରେଶନ ବେଳେ ମୃତ୍ୟୁ ବରଣ କରିଥିଲେ। ୪୦ ବର୍ଷୀୟ ଅଫ୍‌ ସ୍ପିନର କହିଛନ୍ତି ବ୍ଲୁଷ୍ଟାର ଅପରେଶନର ୩୭ତମ ବାର୍ଷିକ ପୂର୍ତ୍ତି ଅବସରରେ ସେ ଏକ ହ୍ବାଟ୍ସଆପ୍‌ ଫରଓ୍ବାର୍ଡ ପୋଷ୍ଟ କରିଥିଲେ। ଫଟୋଟିରେ ସ୍ଥାନିତ ବ୍ୟକ୍ତି ଜଣକ ଭିଦ୍ରନଓ୍ବାଲେ ବୋଲି ତାଙ୍କର ଧାରଣା ନ ଥିଲା। ଏହି ଇନ୍‌ଷ୍ଟ୍ରାଗାମ ପୋଷ୍ଟ ପାଇଁ ସେ କ୍ଷମା ପ୍ରାର୍ଥନା କରୁଛନ୍ତି। ସେ ଜଣେ ଶିଖ୍‌। ଭାରତ ବିରୋଧରେ ନୁହେଁ ଭାରତ ସପକ୍ଷରେ ସେ ଲଢିବେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ

ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ...

ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା

କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର...

ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ

ପ୍ରୟାଗରାଜ,୧୩।୬: ସୁସଜ୍ଜିତ ହାତୀକୁ ସାଥିରେ ନେଇ ବିବାହ ପାଇଁ ଯାଇଥିଲେ ବର। କିନ୍ତୁ ବାଣ ଓ ଡିଜେ ସାଉଣ୍ଡରୁ ହାତୀ ଉତ୍ତେଜିତ ହୋଇଉଠିଥିଲା। ତା’ ପରେ...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ...

ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର

ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ
Next Post Next post:
ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts