ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଭିନ୍ଦ୍ରନଓ୍ବାଲେ ୧୯୮୪ ବ୍ଲୁଷ୍ଟାର ଅପରେଶନ ବେଳେ ମୃତ୍ୟୁ ବରଣ କରିଥିଲେ। ୪୦ ବର୍ଷୀୟ ଅଫ୍ ସ୍ପିନର କହିଛନ୍ତି ବ୍ଲୁଷ୍ଟାର ଅପରେଶନର ୩୭ତମ ବାର୍ଷିକ ପୂର୍ତ୍ତି ଅବସରରେ ସେ ଏକ ହ୍ବାଟ୍ସଆପ୍ ଫରଓ୍ବାର୍ଡ ପୋଷ୍ଟ କରିଥିଲେ। ଫଟୋଟିରେ ସ୍ଥାନିତ ବ୍ୟକ୍ତି ଜଣକ ଭିଦ୍ରନଓ୍ବାଲେ ବୋଲି ତାଙ୍କର ଧାରଣା ନ ଥିଲା। ଏହି ଇନ୍ଷ୍ଟ୍ରାଗାମ ପୋଷ୍ଟ ପାଇଁ ସେ କ୍ଷମା ପ୍ରାର୍ଥନା କରୁଛନ୍ତି। ସେ ଜଣେ ଶିଖ୍। ଭାରତ ବିରୋଧରେ ନୁହେଁ ଭାରତ ସପକ୍ଷରେ ସେ ଲଢିବେ।
କୋଭିଡ୍ ନିୟମ ଭୁଲି ନାଚିଲେ ଭାଜପା ଏମ୍ପି
ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...
ଦିଗ୍ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ
ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା
ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍କୁ ନେଇ ବଲିଉଡ୍ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...
ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ
ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...
ଭାକ୍ସିନ୍ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍…
ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...
‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍ ପଠାଅ’
ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ...
୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ଭାରତ ବାୟୋଟେକ୍ରେ ସେନା ଛାଉଣୀ…
ହାଇଦ୍ରାବାଦ୍,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍ର ହାଇଦ୍ରାବାଦ୍ ସ୍ଥିତ କ୍ୟାମ୍ପସ୍ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।...


