E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି
10:25 amJune 24, 2021

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ଜିତିଲେ ତାଙ୍କୁ ୬ କୋଟି ଟଙ୍କା ମିଳିବ। ସେହିପରି ରୌପ୍ୟ ବିଜେତାଙ୍କୁ ୪ କୋଟି ଏବଂ ବ୍ରୋଞ୍ଜ ପଦକ ଜିତିଲେ ୨.୫୦ କୋଟି ଟଙ୍କା ମିଳିବ ବୋଲି ଅନ୍ତର୍ଜାତୀୟ ଅଲିମ୍ପିକ୍‌ ଦିବସରେ ଅଲିମ୍ପିକ୍‌ ମେଡାଲିଷ୍ଟଙ୍କ ସହ ଆଲୋଚନା ସମୟରେ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ସନ୍ଦୀପ ସିଂ ପ୍ରକାଶ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଉପସ୍ଥିତ ଥିଲେ। ଆସନ୍ତା ଟୋକିଓ ଅଲିମ୍ପିକ୍ସରେ ୩୦ ଖେଳାଳି ଅଂଶଗ୍ରହଣ କରିବେ। ସମସ୍ତଙ୍କୁ ପ୍ରସ୍ତୁତି ପାଇଁ ୫ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି ବୋଲି କ୍ରୀଡ଼ାମନ୍ତ୍ରୀ କହିଛନ୍ତି। ଅନ୍ତର୍ଜାତୀୟ ଇଭେଣ୍ଟରେ ପଦକ ବିଜେତାଙ୍କୁ ସରକାରୀ ଚାକିରି ଦିଆଯିବ, ଫଳରେ ଯୁବକମାନେ ଖେଳ ପ୍ରତି ଆଗ୍ରହୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଏକ ସରକାରୀ ବିବୃତି ମାଧ୍ୟମରେ ପ୍ରକାଶ କରିଛନ୍ତି। କ୍ରୀଡ଼ା ବିଭାଗରେ ସରକାରୀ ଚାକିରି ସହ ଅନ୍ତର୍ଜାତୀୟ ପଦକ ବିଜେତାଙ୍କୁ ଡେପୁଟେଶନଭିତ୍ତିରେ ଶିକ୍ଷା ଏବଂ ଅନ୍ୟ ବିଭାଗରେ ମଧ୍ୟ ନିଯୁକ୍ତି ଦିଆଯିବ ବୋଲି ଖଟ୍ଟର କହିଛନ୍ତି। ଖେଳକୁ ପ୍ରୋତ୍ସାହନ ପାଇଁ ସରକାର ଏକ ପଲିସି ଆଣୁଥିବା ସେ ସୂଚନା ଦେଇଛନ୍ତି। ଏହି ପଲିସି ଅନୁସାରେ ପଦକ ବିଜେତା କ୍ରୀଡ଼ାବିତ୍‌ଙ୍କ ପାଇଁ ସରକାରୀ ଚାକିରି କ୍ଷେତ୍ରରେ ୩ ପ୍ରତିଶତ ସ୍ଥାନ ସଂରକ୍ଷିତ ରହିବ ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

ମାତ୍ର ୩ ରନ୍‌ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ

ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍‌- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ...

ଆଇପିଏଲ୍‌ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍‌କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି

ନୂଆଦିଲ୍ଲୀ,୨।୬: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଆୟୋଜନ ହେବ ବୋଲି ଘୋଷଣା କରିଛି।...

୫୩ ବଲ୍‌ରୁ ବିସ୍ଫୋରକ ଶତକ ହାସଲ କଲେ ଏହି ଟେଷ୍ଟ କ୍ରିକେଟର୍‌

ୟୁଏଇ,୧୮।୬: ପାକିସ୍ତାନ ସୁପର ଲିଗରେ ଚମତ୍କାର ପ୍ରଦର୍ଶନ କରୁଥିବା ଅଷ୍ଟ୍ରେଲୀୟ କ୍ରିକେଟର ଉସମାନ ଖାୱାଜା ଏକ ଶତକ ହାସଲ କରିଛନ୍ତି। ଇସଲାମାବାଦ ୟୁନାଇଟେଡ ପାଇଁ ଖେଳୁଥିବା...

ଲଜ୍ଜାଜନକ ରେକର୍ଡ: ୪୨ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା ଭାରତୀୟ ଦଳ

୪୭ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ...

କୋପା ଆମେରିକା: କରୋନା ପ୍ରୋଟୋକଲ ଉଲ୍ଲଂଘନକୁ ଚିଲି ମାନିଲା

ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ କରୋନା ଭାଇରସ୍‌ ପ୍ରୋଟୋକଲ ଉଲ୍ଲଂଘନ କଥା ଚିଲି ସ୍ବୀକାର କରିଛି। ଚିଲି ଦଳରେ କେତେଜଣ ଖେଳାଳି ନିୟମାବଳୀ...

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍‌ରେ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଫଳରେ...

୨୦୧୧ ବିଶ୍ୱକପ୍‌ ହିରୋଙ୍କ ସନ୍ୟାସ

ଡବଲିନ,୧୮ା୬: ଭାରତରେ ଖେଳାଯାଇଥିବା ୨୦୧୧ ବିଶ୍ୱକପ୍‌ର ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଆୟର୍ଲାଣ୍ଡ ଆଗରେ ୩୨୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା ଇଂଲଣ୍ଡ। ବଡ଼...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର
Next Post Next post:
କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts