E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଶୁଟିଂ ସେଟ୍‌ରେ ମାଗାଜିନ୍‌ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି
11:49 amJune 4, 2021

ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍‌ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା ନିଜର ସରଳତା ଏବଂ ଶାନ୍ତ ବ୍ୟବହାର ପାଇଁ ଜଣାଶୁଣା। ମାତ୍ର ପ୍ରଶଂସକମାନେ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଏହି ଶାନ୍ତ ନୂତନ ଅଭିନେତା ସଞ୍ଜୀବ କୁମାରଙ୍କୁ ଚାପୁଡ଼ା ମାରିଥିଲେ। ଯେତେବେଳେ ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଧିକ ଉପରକୁ ଯାଇଥିଲେ ସେତେବେଳେ ଏହି ଘଟଣା ଘଟିଥିଲା। ସେତେବେଳେ ସଞ୍ଜୀବ କୁମାର ମଧ୍ୟ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା କଳାକାର ଥିଲେ। ନୁତନ ବିଷୟରେ ଗୋଟିଏ କଥା କୁହାଯାଉଥିଲା ଯେ, ସେ ତାଙ୍କ କୋ-ଷ୍ଟାର ଏବଂ ସେଟରେ ଥିବା ଲୋକଙ୍କ ସହ ଅଧିକ କଥା ହେଉ ନ ଥିଲେ। ସେହି ସମୟରେ ସଞ୍ଜୀବ କୁମାର ଫିଲ୍ମ ‘ଦେବୀ’ରେ ନୂତନ ସାଇନ କରିଥିଲେ। ପ୍ରାରମ୍ଭରେ ନୂତନ ଏବଂ ସଞ୍ଜୀବ କୁମାର ପରସ୍ପର ସହ ଅଧିକ କଥାବାର୍ତ୍ତା ହୋଇ ନଥିଲେ। କିନ୍ତୁ ଧୀରେ ଧୀରେ ସେମାନଙ୍କ ମଧ୍ୟରେ ଏକ ଭଲ ସମ୍ପର୍କ ଗଢ଼ିଉଠିଥିଲା। ସେମାନେ ଦୁହେଁ ଦେବୀ ଫିଲ୍ମରେ ଏକାଠି କାମ କରିଥିଲେ।
‘ଦେବୀ’ ଶୁଟିଂରୁ ଏକଦା ବିରତି ପାଇବା ମାତ୍ରେ ନୂତନ ଏକ ମାଗାଜିନ୍‌ ପଢ଼ୁଥିଲେ। ଯେଉଥିରେ ତାଙ୍କର ସଞ୍ଜୀବଙ୍କ ସହ ଅଫେୟାର ଥିବା ନେଇ ଲେଖା ଯାଇଥିଲା। ଏହି ରିପୋର୍ଟ ପଢ଼ିବା ପରେ ନୂତନ ବହୁତ ରାଗିଯାଇ ସଞ୍ଜୀବଙ୍କୁ ସେଟରେ ଶକ୍ତ ଚାପୁଡ଼ା ମାରିଥିଲେ। ୧୯୭୨ରେ ଏକ ପତ୍ରିକାକୁ ଦିଆଯାଇଥିବା ସାକ୍ଷାତକାରରେ ସେ ଏହା ଉଲ୍ଲେଖ କରିଛନ୍ତି। ନୂତନ ଏବଂ ସଞ୍ଜୀବଙ୍କ ବନ୍ଧୁତାକୁ ମାଗାଜିନ୍‌ରେ ପ୍ରେମ ସମ୍ପର୍କର ନାମ ଦିଆଯାଇଥିଲା, ଯେଉଁଥିପାଇଁ ନୂତନଙ୍କ ଦାମ୍ପତ୍ୟ ଜୀବନ ଅଶାନ୍ତ ହୋଇପଡ଼ିଥିଲା। ଏହି ପତ୍ରିକା ପଡ଼ିବା ପରେ ନୁତନ୍‌ ବହୁତ ରାଗିଯାଇ ସଞ୍ଜୀବଙ୍କୁ ସେଟରେ ଚାପୁଡ଼ା ମାରିଥିଲେ। ଅନେକ ଲୋକ କୁହନ୍ତି ଯେ, ସେ ତାଙ୍କ ସ୍ବାମୀଙ୍କ ନିର୍ଦ୍ଦେଶରେ ଏହା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…

ବମ୍ବେ: ବଲିଉଡ୍‌ର ମିଷ୍ଟର ପରଫେକ୍ଟ ନାମରେ ଖ୍ୟାତ ଆମିର ଖାନ। ଏକଦା ସେ ନିଜର ବ୍ଲଗରେ କିଙ୍ଗ ଖାନଙ୍କୁ ନିଜର କୁକୁର ବୋଲି କହିଥିଲେ। ଏହି...

‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର

ବମ୍ବେ: ଲଗାତାର ଭାବେ ଟିଆର୍‌ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍‌ପି...

କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ

ମୁମ୍ବାଇ: ବଲିଉଡ୍‌ କ୍ୱିନ୍‌ କଙ୍ଗନା ରାଣାଓ୍ବତ୍‌ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍‌ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି...

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

ଶୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ

୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା...

ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା

ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି
Next Post Next post:
ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts