E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବୌଦ୍ଧ

ଏମିତି ବି ଆସେ ମୃତ୍ୟୁ: ଅସୁସ୍ଥ ବାପାଙ୍କୁ ଦେଖିବାକୁ ଯାଉଥିବା ବେଳେ ଚାଲିଗଲା ପୁଅ ବୋହୂଙ୍କ ଜୀବନ
1:27 pmJune 9, 2021

ବୌଦ୍ଧ,୯।୬(ଡି.ଏନ୍‌.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ବୁଧବାର ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ହୋଇଛି।
ପ୍ରକାଶ ଯେ, ବ୍ରହ୍ମପୁର ରାଇପଡା ଅଞ୍ଚଳର ୪ ଜଣ ଓଡିି୧୬୦୯୧୦ ନମ୍ବର ବିଶିଷ୍ଟ ଏକ କାରରେ ଅସୁସ୍ଥ ବାପାଙ୍କୁ ଦେଖିବାକୁ ରାଉରକେଲା ଯାଉଥିବା ବେଳେ ଚାରିଛକ ନିକଟସ୍ଥ ଝାଡ଼ରାଜିଙ୍ଗ ଠାରେ କାରଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଏକ ଗଛରେ ପିଟି ହୋଇଥିଲା ଏଥିରେ ଘଟଣାସ୍ଥଳରେ ଜଣେ ମହିଳା ଓ ପୁରୁଷଙ୍କ ମୃତ୍ୟୁ ଘଟିଛି। ରୀନା କମ୍ପା (୩୦) ଓ ଭଗବାନ କମ୍ପା (୩୫) ସ୍ବାମୀ ସ୍ତ୍ରୀ ଦୁଇଜଣ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଣାକଟକ ଓ ପରେ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଅନ୍ୟପଟେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ପୁରୁଣାକଟକ ପୋଲିସ ଘଟଣାର ତଦନ୍ତ କରୁଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବୌଦ୍ଧ View All

କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା

ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...

ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ

ଖଇରା,୧୦।୬(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ...

ରାତି ପାହିଲେ ବାହାରିବେ ବରଯାତ୍ରୀ

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ।...

ପରକୀୟା ପ୍ରୀତି ପାଇଁ ହତ୍ୟା

କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର...

ଡାକ୍ତରଙ୍କ ଆକାଉଣ୍ଟରୁ କାଟି ନେଲେ ୧୦ ଲକ୍ଷ

ଆଳି,୧୪।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଯୁବ ଡାକ୍ତର ବାଦଲ କୁମାର ମହାନ୍ତି ସାଇବର ଠକଙ୍କ ଶିକାର ହୋଇଛନ୍ତି। ଆଳି ଥାନା ଅନ୍ତର୍ଗତ ବଡାମ୍ବିଳା...

ହଠାତ୍‌ ଘରେ ପଶିଗଲେ ଯୁବକ, ପରେ ବନ୍ଧୁକ ଦେଖାଇ…

ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ...

ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ...

ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ

ବାଲୁଗଁା,୨ା୬(ଡି.ଏନ୍‌.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ୭ ଜିନିଷରେ ଭୁଲରେ ବି ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..
Next Post Next post:
ଜୁନ୍‌ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts