E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ
6:23 pmJune 19, 2021

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼ ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଉକ୍ତ ୯ ଜିଲାକୁ ପାଣି ପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି।

ଏପରି କି ଜୁନ ୨୦ ତାରିଖରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନେକ ଜିଲାରେ ବର୍ଷା ସହିତ ବଜ୍ରପାତ ହେବା ଆଶଙ୍କା ରହିଥିବା ପାଣି ପାଗ ବିଭାଗ ପକ୍ଷରୁ ସତର୍କ କରି ଦିଆଯାଇଛି।

ଶନିବାର ରାୟଗଡ଼ା ଜିଲାରେ ସର୍ବାଧିକ ୩୨.୧ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ସର୍ବନମ୍ନ ୧୭.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ମାଗଣାରେ ଟିକା ଯୋଗାଣ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି...

୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ...

ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ...

ଶ୍ୱାସ ନେବାକୁ ସଂଘର୍ଷ

ତାଳଚେର,୨୨ା୬(ନି.ପ୍ର.) ଘରୁ ବାହାରିଲେ ମାସ୍କ ବାଧ୍ୟତାମୂଳକ। କୋଭିଡ୍‌ ସଂକ୍ରମିତ କିମ୍ବା ସନ୍ଦିଗ୍ଧ ହୋଇଥିଲେ, ଘରେ ମାସ୍କ ପିନ୍ଧିବାକୁ ବାଧ୍ୟ। କରୋନାକୁ କାବୁ କରିବାକୁ ମହାମାରୀ ପରିଚାଳନା...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଖୁସି ଖବର: ଆଜି ୩୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୯୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟ ଖେଳାଳିଙ୍କ ହାତରେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ
Next Post Next post:
ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts