E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ
10:57 pmJune 26, 2021June 27, 2021

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ ଫସି ଜଣେ ଅସୁସ୍ଥ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ଇଣ୍ଡିଆନ ଆସୋସିଏଶନ ଅଫ୍‌ ଇଣ୍ଡଷ୍ଟ୍ରିଜ୍‌ର ଓମେନ୍ସ ଓ୍ବିଙ୍ଗ୍‌ ଅଫ୍‌ କାନପୁର ଚାପ୍ଟରର ମୁଖ୍ୟ ବନ୍ଦନା ମିଶ୍ର(୫୦)।

ବନ୍ଦନାଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ଥିବା ଏବଂ ତାଙ୍କୁ ତୁରନ୍ତ ଡାକ୍ତରଖାନା ଭର୍ତ୍ତି କରିବା ଜରୁରୀ ବୋଲି ପରିବାର ଲୋକେ ପୋଲିସକୁ ଜଣାଇଥିଲେ। ତାହାକୁ କର୍ଣ୍ଣପାତ କରି ନ ଥିଲା ପୋଲିସ। କିଛି ଦିନ ତଳେ କୋଭିଡ୍‌ରୁ ସୁସ୍ଥ ହୋଇଥିବା ବନ୍ଦନା ଶୁକ୍ରବାର ରାତିରେ ହଠାତ୍‌ ଗୁରୁତର ହୋଇପଡିଥିଲେ। ହସ୍ପିଟାଲ ପହଞ୍ଚିବାରେ ବିଳମ୍ବ ହେବାରୁ ତାଙ୍କ ମୃତ୍ୟୁ ଘଟିଥିଲା। ପୋଲିସର ଏଭଳି କାର୍ଯ୍ୟ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି କାନପୁର ପୋଲିସ ମୁଖ୍ୟ ଅସିମ ଅରୁଣ। ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯିବା ସହ ଜଣେ ସବ୍‌ଇନ୍ସପେକ୍ଟର ଏବଂ ୩ ଜଣ କନଷ୍ଟେବଳକୁ ସସ୍‌ପେଣ୍ଡ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କୋଭିଶିଲ୍ଡ୍‌ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ...

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ...

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...

ଅମିତ ଶାହାଙ୍କ ଘରେ ପହଞ୍ଚିଲେ ଜିତିନ୍‌ ପ୍ରସାଦ: ଭାଜପାରେ ହୋଇପାରନ୍ତି ସାମିଲ୍‌

ନୂଆଦିଲ୍ଲୀ,୯।୬। କଂଗ୍ରେସକୁ ପୁଣି ଲାଗିପାରେ ଝଟ୍‌କା। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ପରେ ଏବେ ଦଳ ଛାଡିଆପାରନ୍ତି ଆଉ ଜଣେ ହେବିଓ୍ବେଟ୍‌। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ...

ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବା ନେଇ ସରକାର...

ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍‌ ଥିଲେ ବି ଫୁସ୍‌ଫୁସ୍‌ର ୯୦ ପ୍ରତିଶତ ସଂକ୍ରମିତ…

ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ...

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯୁକ୍ତିତର୍କରୁ ଭୁଜାଲି ଚୋଟ
Next Post Next post:
‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍‌ ପଠାଅ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts