E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…
1:25 pmJune 23, 2021

ଚଣ୍ଡିଗଡ଼,୨୩।୬: ପଞ୍ଜାବ ମନସାର ଜଣେ ରଦ୍ଦିଓ୍ବାଲା ଭାରତୀୟ ସେନାଠାରୁ ୬ ଗ୍ରାଉଣ୍ଡେଡ୍‌ ହେଲିକପ୍ଟର କ୍ରୟ କରିଛନ୍ତି। ଯାହାକୁ ଦେଖିବା ପାଇଁ ସହରରେ ପ୍ରବଳ ଭିଡ଼ ଜମିଥିବା ବେଳେ ହେଲିକପ୍ଟରର ବାହାରେ ଓ ଭିତରେ ଲୋକମାନେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଏହାର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଭାରତୀୟ ବାୟୁସେନାର ରଦ୍ଦିରୁ କିଣାଯାଇଥିବା ଏହି ହେଲିକପ୍ଟରଗୁଡ଼ିକ ମଧ୍ୟରୁ ଗୋଟିଏକୁ ମୁମ୍ବାଇର ପାର୍ଟି ନେଇଥିବା ବେଳେ ଆଉ ୨ଟିକୁ ଲୁଧିଆନାର ଜଣେ ହୋଟେଲ ମାଲିକ କ୍ରୟ କରିଥିବା ଜଣାପଡ଼ିଛି। ଆଉ ବାକି ୩ଟି ହେଲିକପ୍ଟରକୁ ମନସାର ଜଣେ ଜଣାଶୁଣା ମିଠୁ ରଦ୍ଦିଓ୍ବାଲା ଏହାକୁ କ୍ରୟ କରି ସହରକୁ ନେଇଥିଲେ।

ଯାହାକୁ ଦେଖି ସ୍ଥାନୀୟ ଲୋକଙ୍କ ଖୁସି କହିଲେ ନ ସରେ। ଲୋକମାନେ ପାର୍କିଂ ସ୍ଥଳରେ ପହଞ୍ଚି ହେଲିକପ୍ଟର ସହିତ ଫଟୋ ଉଠାଉଥିବା ଦେଖିବାକୁ ମିଳିଛି। ପ୍ରତି ହେଲିକପ୍ଟରର ଓଜନ ହେଉଛି ୧୦ ଟନ୍‌। ଯାହାକୁ ନିଲାମୀ ଜରିଆରେ କିଣାଯାଇଛି। ମିଠୁ ରଦ୍ଦିଓ୍ବାଲାଙ୍କ ପାଇଁ ଏହି ଡିଲ୍‌ ଲାଭଜନକ ହୋଇଥିବା ବେଳେ ଅନ୍ୟପଟେ ସହରରେ ଏହା ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଏହି ହେଲିକପ୍ଟରଗୁଡ଼ିକୁ ହୋଟେଲ ଓ ପର୍ଯ୍ୟଟନ ସ୍ଥଳରେ ରଖାଯିବ ବୋଲି କୁହାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

ମୋଦିଙ୍କୁ ଭେଟିଲେ ନଡ୍ଡା

ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ...

‘ମୃତଦେହ ଫିଙ୍ଗିବା ପାଇଁ ମୁମ୍ବାଇରେ ନଦୀ ନାହିଁ’

ମୁମ୍ବାଇ, ୧୦।୬: ସରକାରୀ ସ୍ତରରେ ରିପୋର୍ଟ ହେଉଥିବା କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟାଠାରୁ ମହାରାଷ୍ଟ୍ରର ରାଜଧାନୀରେ ଢେର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ବିରୋଧୀ ଭାଜାପା...

ସୋସିଆଲ ମିଡିଆକୁ ଟାର୍ଗେଟ

ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ମତରେ ବିଶ୍ୱ ପ୍ରେସ୍‌ ଫ୍ରିଡମ୍‌ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨।...

କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍‌ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା
Next Post Next post:
ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts