ମୁମ୍ବାଇ: ବଲିଉଡ୍ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ ମା’ଙ୍କ ସହ ଏକ ପୁରୁଣା ଫଟୋ ଶେୟାର କରି ତାଙ୍କୁ ମନେପକାଇଛନ୍ତି। ଏଥିସହ ସେ କହିଛନ୍ତି, ଆଜି ଯାହା ବି ହେମା ଅଛନ୍ତି ତାହା କେବଳ ମା’ଙ୍କ ପାଇଁ। ମା’ ଜୟା ତାଙ୍କ କ୍ୟାରିୟର ଗଢ଼ିଛନ୍ତି। ଆଜି ବି ସେ ତାଙ୍କ ଉପସ୍ଥିତି ଓ ମାର୍ଗଦର୍ଶନକୁ ଅନୁଭବ କରିପରନ୍ତି ବୋଲି ହେମା କ୍ୟାପସନ୍ରେ ଲେଖିଛନ୍ତି। ହେମାଙ୍କ ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକ ବେଶ୍ ପସନ୍ଦ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.