E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ
1:12 pmJune 12, 2021

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ ହେଉଥିବାର ମଧ୍ୟ ନଜିର ରହିଛି। ସେହିପରି ଆସନ୍ତା ବର୍ଷ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ଇତିମଧ୍ୟରେ ଶନିବାର ପଞ୍ଜାବର ସିରୋମଣି ଅକାଳୀ ଦଳ(ଏସ୍‌ଏଡି) ଓ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ମଧ୍ୟରେ ଏକ ନିର୍ବାଚନୀ ମେଣ୍ଟ ହୋଇଥିବା ଜଣାପଡ଼ିଛି। ଅକାଲୀ ଦଳର ନେତା ସୁଖବୀର ବାଦଲ ଅକାଳୀ ଦଳ ଓ ବିଏସ୍‌ପି ମଧ୍ୟରେ ମେଣ୍ଟ ହୋଇଥିବା ନେଇ ଘୋଷଣା କରିଛନ୍ତି। ଏଥିସହ ପଞ୍ଜାବ ରାଜନୀତିରେ ଏହା ଏକ ନୂଆ ଦିନ। ଆସନ୍ତା ବର୍ଷ ଏହି ଦୁଇ ଦଳ ଏକାଠି ମିଶି ବିଧାନସଭା ନିର୍ବାଚନ ଲଢ଼ିବେ ବୋଲି ସୁଖବୀର କହିଛନ୍ତି। ଏଥିପାଇଁ ଆସନ ବଣ୍ଟନ ମଧ୍ୟ ଶେଷ ହୋଇଛି। ମୋଟ ୧୧୭ଟି ବିଧାନସଭା ଆସନରୁ ୨୦ଆସନରେ ବିଏସ୍‌ପି ଓ ୯୭ ଆସନରେ ଅକାଲୀ ଦଳ ନିର୍ବାଚନ ଲଢ଼ିବ। ଅନ୍ୟପଟେ ଏହି ଅବସରରେ ବିଏସ୍‌ପି ଏମ୍‌ପି ସତିଶ ମିଶ୍ର କହିଛନ୍ତି, ଏହା ଏକ ଐତିହାସିକ ଦିନ। କାରଣ ପଞ୍ଜାବର ସବୁଠାରୁ ବଡ଼ ଦଳ ସହିତ ମେଣ୍ଟ କରାଯାଇଛି। ସୂଚନାଯୋଗ୍ୟ, ୧୯୯୬ରେ ବି ବିଏସ୍‌ପି ଓ ଅକାଲୀ ଦଳ ଏକାଠି ମିଶି ଲୋକ ସଭା ନିର୍ବାଚନ ଲଢ଼ିଥିଲେ। ଦୁଇ ଦଳ ୧୩ ଆସନରୁ ୧୧ ଆସନରେ ବିଜୟୀ ଲାଭ କରିଥିଲେ।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ

କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍‌-୧୯...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…
Next Post Next post:
କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍‌ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts