ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ପର୍ଯ୍ୟଟକଙ୍କ ଆଗମନ ଦେଖି ନିର୍ଦ୍ଦିଷ୍ଟ ଏସ୍ଓପି ପାଳନ କରାଯିବ।
ଏପ୍ରିଲ ୧୫ ତାରିଖରୁ ରାଜ୍ୟର ଐତିହାସିକ ସ୍ଥଳୀଗୁଡ଼ିକ ବନ୍ଦ ରହିଛି। ଖୋଲିଲେ ବି ପର୍ଯ୍ୟଟନସ୍ଥଳୀରେ ରାଜ୍ୟ ପକ୍ଷରୁ ଜାରି କରାଯାଇଥିବା କଟକଣା ପାଳନ ହେବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.