ହଲିଉଡ ଅଭିନେତ୍ରୀ ଲିସା ବାନେସଙ୍କ ପରଲୋକ ଘଟିଛି। ନ୍ୟୁୟର୍କ ସହରରେ ଘଟିଥିବା ଏକ ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ, ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲିଙ୍କନ ସେଣ୍ଟର ନିକଟରେ ଥିବା ମ୍ୟାନହଟନର ଉପର ପଶ୍ଚିମ ପାର୍ଶ୍ୱରେ ଏକ ସଡକ ଦୁର୍ଘଟଣାରେ ସେ ଆହତ ହୋଇଥିଲେ। ମୃତ୍ୟୁବେଳକୁ ତାଙ୍କ ୬୫ ବର୍ଷ ହୋଇଥିଲା। ଅନେକ ଟେଲିଭିଜନ ଶୋ ଏବଂ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି। ୨୦୧୪ରେ ବେନ ଆଫ୍ଲେକ ଅଭିନୀତ ଗନ ଗାର୍ଲ ଏବଂ ୧୯୮୮ରେ ଟମ କ୍ରୁଜଙ୍କ ସହିତ କକଟେଲରେ ଅଭିନୟ କରିଥିଲେ।
ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି
ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନେ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ କାମ କରିଥିଲେ। ସେହି ଅଭିନେତ୍ରୀ...
ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…
ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍ ‘ଏକ ହଜାରୋଁ ମେ ମେରି ବେହନା ହୈ’ର...
୫-ଜି ବିରୋଧରେ ଜୁହି
ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍ ଅଭିନେତ୍ରୀ ତଥା ପରିବେଶ କର୍ମୀ...
ଅଭିନେତ୍ରୀ ପାୟଲ ଗିରଫ
ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...
ଗାନ୍ଧୀ ଡକ୍ୟୁମେଣ୍ଟାରି ପୁରସ୍କୃତ
ମହାତ୍ମା ଗାନ୍ଧୀଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରି ‘ଅହିଂସା ଗାନ୍ଧୀ: ଦି ପାଓ୍ବାର ଅଫ୍ ଦି ପାଓ୍ବାର ଲେସ୍’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରି...
ପ୍ରିତି ଜିଣ୍ଟାଙ୍କ ପୂର୍ବ ପ୍ରେମିକଙ୍କଠାରୁ ଆରମ୍ଭ କରି ବିକ୍ରମ ଭଟ୍ଟଙ୍କୁ ଡେଟ୍ କରିଛନ୍ତି ଏହି ଅଭିନେତ୍ରୀ; ହେଲେ ଆଜି ବି ଅବିବାହିତା…
ବମ୍ବେ: ୨୦୦୦ରେ ରିଲିଜ ହୋଇଥିବା ବ୍ଲକବଷ୍ଟର ଫିଲ୍ମ ‘କହୋ ନା ପ୍ୟାର ହୈ’ ଜରିଆରେ ବଲିଉଡ୍ରେ ପାଦ ରଖିଥିବା ଅଭିନେତ୍ରୀ ଅମିଶା ପଟେଲଙ୍କ ଆଜି ହେଉଛି...
ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ
ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ...
ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେଲେ ଏହି ଅଭିନେତା
ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ...


