E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

‘ବିବାହ ଉପରୁ ଭରସା ତୁଟି ଗଲାଣି’
11:58 amJune 3, 2021

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍‌ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ ଦେଖଦେଇଛି। ପାରସ୍ପରିକ ବିବାଦ ପରେ ନିଶା ତାଙ୍କ ସ୍ବାମୀଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଥିଲେ। ଏହା ପରେ କରଣଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଥିଲା। ତେବେ ପରଦିନ ତାଙ୍କୁ ଜାମିନ ମିଳିଯାଇଛି। ନିଶା ଅଭିଯୋଗ କରିଛନ୍ତି ଯେ କରଣ ତାଙ୍କୁ କାନ୍ଥକୁ ଠେଲି ଦେଇ ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। କରଣ ଏହି ଅଭିଯୋଗକୁ ଭିତ୍ତିହୀନ ବୋଲି କହିଛନ୍ତି। ସେ ଏକ ସାକ୍ଷାତକାରରେ କହିଥିଲେ ଯେ ନିଶା ତାଙ୍କୁ ଅଧିକ ଟଙ୍କା ମାଗୁଛନ୍ତି, ଯାହା ସେ ଦେବାକୁ ପ୍ରସ୍ତୁତ ନୁହଁନ୍ତି। ସେ କୁହନ୍ତି, ଟଙ୍କାକୁ ନେଇ ଯୁକ୍ତିତର୍କ ପରେ ନିଶା ମୋ ରୁମକୁ ଆସି ମୋ ପରିବାରକୁ ଦୁର୍ବ୍ୟବହାର କରିବା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ମୁଁ ତୁମ ଜୀବନକୁ ନଷ୍ଟ କରିଦେବି।
ଏହି ଯୋଡିଙ୍କ ସମ୍ପର୍କକୁ ନେଇ ଅନେକ ସେଲିବ୍ରିଟି ମନ୍ତବ୍ୟ ଦେଉଛନ୍ତି। କିଛି ଲୋକ କରଣଙ୍କ ସପକ୍ଷରେ ଆସିଥିବାବେଳେ ଆଉ କିଛି ନିଶାଙ୍କୁ ସମର୍ଥନ କରିଛନ୍ତି। ତେବେ ଡ୍ରାମା କୁଇନ୍‌ ରକ୍ଷୀ ସାଓ୍ବନ୍ତ କହିଛନ୍ତି, ନିଶାଙ୍କ କଥା ଶୁଣି ମୁଁ ବହୁତ ଦୁଃଖି। ଏସବୁ ଦେଖି ମୋର ବିବାହ ଉପରୁ ଭରସା ଉଠିଗଲାଣି। ଏକଥା କହିବା ପରେ ରାକ୍ଷୀ ଆଉ ନିଶା-କରଣଙ୍କ ବିବାଦର ମଜାକ ଉଡାଇବାକୁ ପଛାଇନାହାନ୍ତି। ସେ କହିଥିଲେ, ଦୁହିଁଙ୍କ ସମ୍ପର୍କ ଭାଙ୍ଗିବାକୁ ନେଇ ମୁଁ ବହୁତ ଦୁଃଖୀ, ଜାଣିନାହିଁ ବିନା ମେକ୍‌ଅପ୍‌ରେ ମୁଁ କେମିତି ଲାଗୁଛି। ସୋସିଆଲ ଢ଼ଇଡିଆରେ ରାକ୍ଷୀଙ୍କ ଏହି ମନ୍ତବ୍ୟର ଭିଡିଓ ଭାଇରାଲ ହେବାରେ ଲାଗିଛି।
କରଣ ମେହେରା ଏବଂ ନିଶା ରାୱଲ ୨୦୦୮ ମସିହାରେ ଫିଲ୍ମ ‘ହଁସତେ ହଁସତେ’ ସେଟରେ ସାକ୍ଷାତ ହୋଇଥିଲେ। କରଣ ମେହେରା ସେହି ଚଳଚ୍ଚିତ୍ରରେ ଷ୍ଟାଇଲିଷ୍ଟ ଭାବରେ କାମ କରୁଥିଲେ। ଅଭିନେତା ହେବା ବ୍ୟତୀତ କରଣ ମେହେରା ମଧ୍ୟ ଜଣେ ଫ୍ୟାଶନ ସ୍ନାତକ। କିଛି ବର୍ଷ ପରସ୍ପରକୁ ଡେଟ କରିବା ପରେ ଦୁହେଁ ୨୦୧୨ ମସିହାରେ ବିବାହ କରିଥିଲେ।
ଦୀର୍ଘ ଦିନ ଧରି ଚାଲିଆସୁଥିବା ଟିଭି ସୋ ‘ୟେ ରିସ୍ତା କ୍ୟା କେହଲାତା ହୈ’ ରେ ନୈତିକ ସିଂଘାାନିଆ ଭୂମିକାରେ ଅଭିନୟ କରି କରଣ ମେହେରା ଟିଭି ଜଗତର ସବୁଠାରୁ ଲୋକପ୍ରିୟ ଚେହେରା ପାଲଟିଥିଲେ। ଏଥିରେ ମୁଖ୍ୟ ଭୂମିକାରେ ହିନା ଖାନ ଥିଲେ, ଯିଏ ଅକ୍ଷରା ଭୂମିକାରେ ଅଭିନୟ କରିଥିଲେ। କରଣ ‘ବିଗ ବସ ୧୦’ ରେ ମଧ୍ୟ ଅଂଶଗ୍ରହଣ କରିଥିଲେ ଏବଂ ନିଶାଙ୍କ ସହ ‘ନଚ ବଲିୟେ ୫’ ଏବଂ ‘କିଚେନ ଚାମ୍ପିଅନ ୫’ରେ ମଧ୍ୟ ଅଂଶ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍‌ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା

ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍‌ରେ ଆସି ଅନେକ ଭଲ ତାରକା ମଧ୍ୟ...

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...

ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେଲେ ଏହି ଅଭିନେତା

ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ...

ଅନ୍‌ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ

ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ...

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...

ସମାନ୍ଥାଙ୍କୁ ଭେଟିବା ପୂର୍ବରୁ ଅନ୍ୟଜଣଙ୍କୁ ପ୍ରେମ କରୁଥିଲେ ଚେତନ୍ୟ; ଏମିତି ଆଗକୁ ବଢ଼ିଥିଲା କଥା

ବମ୍ବେ: ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଛନ୍ତି ଅନେକ କଳାକାର। ସେଥିରୁ କିଛି ପ୍ରେମ ସଫଳ ମଧ୍ୟ ହୋଇଛି। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସମାନ୍ଥା ଅକ୍କିନେନୀ...

ନିର୍ବନ୍ଧ ପରେ ବି ଏହି ବ୍ୟକ୍ତିଙ୍କ ପାଇଁ କରିଶ୍ମା-ଅଭିଷେକଙ୍କ ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିର ସେଲିବ୍ରିଟିଙ୍କ ପ୍ରୋଫେସନାଲ ହେଉ କି ପର୍ସନାଲ ଲାଇଫ୍‌ ବିଷୟରେ ଜାଣିବା ପାଇଁ ସମସ୍ତେ ଉତ୍ସୁକ ରହିଥାନ୍ତି। ବଲିଉଡ୍‌ରେ ଏଭଳି କିଛି ସେଲିବ୍ରିଟି...

ବିଗ୍‌ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
Next Post Next post:
ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts