E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ଗୁରୁବାର, ଜୁନ୍‌ ୧୦ ତାରିଖ – Daily Horoscope
4:20 pmJune 9, 2021

ମେଷ
ଆଜି ବନ୍ଧୁଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପରିବାରରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପୂର୍ବରାଗକୁ କେନ୍ଦ୍ରକରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କଚେରି ମାମଲା କିମ୍ବା ଆକସ୍ମିକ କଳହ ଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ବନ୍ଧୁଙ୍କ ସାହାଯ୍ୟରୁ ବଦଳିଯାଇପାରେ।
ମିଥୁନ
ମିଥୁନ
ଧୈର୍ଯ୍ୟର ସହ ବିଭିନ୍ନ କ୍ଷେତ୍ରର ସମସ୍ୟା ମୁକାବିଲା କରିବାରେ ସମର୍ଥ ହେବେ। କେତେକ ଘଟଣାରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅସମର୍ଥିତ ସୂତ୍ରରୁ ଅନ୍ୟମାନଙ୍କର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ବିଶେଷ ଖଟଣି ଜନିତ ମନ ଭଲ ରହିବ ନାହିଁ। ଜମା ଭଲ ପଡୁ ନ ଥିବା କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଅର୍ଥ ସଂକଟ ଦୂରେଇବାରେ ଜଣେ ବିଶିଷ୍ଟ ବ୍ୟକ୍ତି ସହାୟତା କରିବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇପାରିବେ। କିନ୍ତୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଉତ୍ତରା-ଫାଲଗୁନୀ ନକ୍ଷତ୍ର ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅଫିସ୍‌ କାମରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ସକାଳୁ ସକାଳୁ କୌଣସି ବିଶେଷ କାମରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ଅଫିସ୍‌ରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଖରାପ ନହେଲେ ମଧ୍ୟ ବିଶେଷ ଭଲ ରହିବ ନାହିଁ ।
ତୁଳା
ତୁଳା
ଅଫିସ୍‌ କାମରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କୁ ସୁହାଇଲା ଭଳି କଥାକହି ଲକ୍ଷ୍ୟ ହାସଲ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରଖି ଚଳିବା ନିତାନ୍ତ ଜରୁରୀ ହୋଇପଡ଼ିବ। ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।
ବିଛା
ବିଛା
ଯାହା ଚାହୁଁଥିଲେ ତାହା ହାସଲ କରିବା କାରଣରୁ ମନ ଖୁସି ହୋଇଯିବ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ପାଇ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଜଣାଶୁଣା ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିପାରନ୍ତି। ପଡ଼ୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବାରୁ ଆଶ୍ୱସ୍ତି ଲଭିବେ। ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀଙ୍କ ସହଯୋଗ ପାଇବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସ୍ତରରେ ଛୋଟ ଛୋଟ କଥାକୁ କେନ୍ଦ୍ର କରି କଳହରୁ ଦୂରେଇ ରହିବା ଭଲ ହେବ। ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ସହଜରେ କାମ ହାସଲ ହେବା କଷ୍ଟକର ହେବ।
ମକର
ମକର
ଆଜି ସ୍ବାର୍ଥ ହାସଲ ପାଇଁ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ଭାବୁଥିବା କଥାଟି ବନ୍ଧୁଙ୍କୁ ପ୍ରକାଶ କରିପାରିବେ ନାହିଁ। ପାରିବାରିକ ସ୍ତରରେ ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ପ୍ରତିରୋଧ ଆସିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଯୋଜନାଟିକୁ ଆରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପାରିବାରିକ ବ୍ୟତିକ୍ରମକୁ ନେଇ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଆର୍ଥିକ ଆବଶ୍ୟକତା ପୂରଣ ସକାଶେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ସତର୍କତାର ସହ କାମ କଲେ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ନିଜର ଲୋକମାନେ ଦୋଷ ଖୋଜି ବୁଲିବେ। ଅଫିସ୍‌ରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପ୍ରତ୍ୟେକ ପରିସ୍ଥିତିରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରିବେ ବାସ୍ତବରେ ସେପରି କିଛି ହେବନି।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜୁନ୍‌ ୮ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ ସଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଚିନ୍ତା କରିବେ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ...

ରାଶିଫଳ: ଗୁରୁବାର, ଜୁନ୍‌ ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଙ୍କ ସଂଯୋଗ ହେତୁ ମାନସିକ ଅସ୍ଥିରତା ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପୁଅ ବୋହୂଙ୍କ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଆସିଲେ ମଧ୍ୟ ଦୃଢ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ...

ରାଶିଫଳ: ବୁଧବାର, ଜୁନ୍‌ ୨୩ ତାରିଖ – Daily Horoscope

ମେଷ ଆଜି ବୈଷୟିକ ସୁଖ,ସମୃଦ୍ଧି ସମ୍ବନ୍ଧୀୟ କାର୍ଯ୍ୟ ପ୍ରତି ଅନୁରକ୍ତି କରାଇବ। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ସବୁକଥାକୁ ଭଲରୂପେ...

ରାଶିଫଳ: ରବିବାର, ଜୁନ୍‌ ୨୦ ତାରିଖ – Daily Horoscope

ମେଷ ବଳହୀନ ରାଶ୍ୟାଧିପ ଯୋଗୁ ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ...

ରାଶିଫଳ: ସୋମବାର, ଜୁନ୍‌ ୧୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହଯୋଗ ଲାଭ କରି ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ଉପରିସ୍ଥଙ୍କ ଅନୁକମ୍ପାରୁ ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ରାଜନୀତିରେ ଲକ୍ଷ୍ୟ ପୂରଣ...

ରାଶିଫଳ: ଶନିବାର, ଜୁନ୍‌ ୨୬ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗତକାଲିର ସମସ୍ୟା ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ସଭାସମିତି, ଆନୁଷ୍ଠାନିକ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope

ମେଷ ଆଜି ପାପଗ୍ରହଯୁକ୍ତ ବୁଧ ଧନାଧିପଙ୍କ ଗୃହରେ ଥିବାରୁ ବନ୍ଧୁଙ୍କ ସହ ଅର୍ଥକୁ କେନ୍ଦ୍ର କରି ବିତର୍କ ହୋଇପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି
Next Post Next post:
ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts