E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ଶନିବାର, ଜୁନ୍‌ ୧୯ ତାରିଖ – Daily Horoscope
5:03 pmJune 18, 2021

ମେଷ
ଆଜି ଦ୍ୱାଦଶସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁ ସକାଳୁ କୌଣସି କାମରେ ବାହାରକୁ ଯିବାକୁ ପଡ଼ିପାରେ। ଦିନଟି ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ବୃଦ୍ଧି କରିବ। ଯେ କୌଣସି ପରିସ୍ଥିତିରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ। ଅପରାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ।
ବୃଷ
ବୃଷ
ଶୁକ୍ର ଅଷ୍ଟମାଧିପତିଙ୍କ ନକ୍ଷତ୍ରସ୍ଥ ହେତୁ ଘରୋଇ ସମସ୍ୟାରେ ବ୍ୟତିବ୍ୟସ୍ତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମ କରି ସଫଳତା ପାଇବେ। ସାଧାରଣ ସ୍ବାର୍ଥତ୍ୟାଗ ଦ୍ୱାରା ଅନ୍ୟକୁ ଆପ୍ୟାୟିତ କରି କାମ ହାସଲ କରିବେ।
ମିଥୁନ
ମିଥୁନ
କର୍ମସ୍ଥାନରୁ କର୍ମାଧିପ ଦ୍ୱାଦଶସ୍ଥ ଯୋଗୁ ଗୁରୁତ୍ୱପୂର୍ଣ୍ଣ କାମ ଅଟକିଯିବ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କ ସମ୍ଭାବନା ରହିଛି। ଯାନ ବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ପଡୋଶୀଙ୍କ ସହ ଏକ ସାମାନ୍ୟ କାରଣରୁ ସମ୍ପର୍କ ହାନି ଘଟିପାରେ।
କର୍କଟ
କର୍କଟ
ଆଜି ଦକ୍ଷତାଜନିତ ପ୍ରଶଂସାଭାଜନ ହେବାରୁ ନିଜକୁ ଗୌରବାନ୍ବିତ ମନେକରିବାର ସୁଯୋଗ ଲଭିବେ। ନିଜର ଅଭିଜ୍ଞତା ଓ ଦୂରଦର୍ଶିତା ବହୁ ମାତ୍ରାରେ ସାହାଯ୍ୟ କରିବ। ସଭାସମିତି ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲଭିବେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିବନ୍ଧକ କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ।
ସି˚ହ
ସି˚ହ
ରାହୁଯୁକ୍ତ ବୁଧ ହେତୁ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ମାନକୁ ଅସ୍ଥିର କରିବ। ଭୁଲ୍‌ ବୁଝାମଣା କାରଣରୁ ସହକର୍ମୀଙ୍କ ସହ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି। ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡିପାରେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ।
କନ୍ୟା
ଅତୀତଘଟଣା ମନକୁ ବିଚଳିତ କରିବ। ନିଜ ନିଜର ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ଶତ୍ରୁତା ଆଚରଣ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବାରୁ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ। ଉତ୍ତରାଫାଲଗୁନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ।
ତୁଳା
ତୁଳା
ଭାଗ୍ୟସ୍ଥାନରେ ଲାଭାଧିପ ସହ ଶୁକ୍ର ରହିଥିବାରୁ ସଫଳତା ହାସଲରେ ଅସୁବିଧା ରହିବନାହିଁ। କଳା, ସାଂସ୍କୃତିକ କାମ, ସାହିତ୍ୟ, ସାମ୍ବାଦିକତା, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ। ଅଫିସରେ ଅଫିସରଙ୍କ ସହ ମତଭେଦ କିମ୍ବା ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ବୃହସ୍ପତିଙ୍କ ସୁପ୍ରଭାବରେ ସହକର୍ମୀଙ୍କ ସହ ସଦ୍‌ଭାବ ବୃଦ୍ଧି ହୋଇପାରେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ,ଫଳରେ ସାଧାରଣ ଆଶ୍ୱସ୍ତି ଅନୁଭବ କରିବେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି। ପରିଜନ କିମ୍ବା ବନ୍ଧୁଙ୍କଠାରୁ ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ।
ଧନୁ
ଧନୁ
ଗୁରୁଙ୍କ କେନ୍ଦ୍ରାଧିପତି ଦୋଷ କାରଣରୁ ବାହାର ଲୋକମାନେ ସମର୍ଥନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ବିଶେଷ ଅସୁବିଧା ହେବ ନାହିଁ। ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ଏଥିପାଇଁ ଜଣାଶୁଣା ବ୍ୟକ୍ତିଙ୍କ ପରାମର୍ଶ ମାନିବା ଠିକ୍‌ ହେବ।
ମକର
ମକର
ଚତୁର୍ଥାଧିପତି ଓ ରାଶ୍ୟାଧିପ ପରସ୍ପର ବିପରୀତ ଗୁଣଧର୍ମ ହେତୁ ସମ୍ପର୍କୀୟଙ୍କ ଦ୍ୱାରା ହଇରାଣ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ଅସ୍ଥିରତା ଦେଖାଦେବା ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ। ମତପାର୍ଥକ୍ୟ କାରଣରୁ ପାରିବାରିକ ଶାନ୍ତି ପାଇବେ ନାହିଁ।
କୁମ୍ଭ
କୁମ୍ଭ
କର୍ମାଧିପ ମଙ୍ଗଳ ଦୁର୍ବଳ ହେତୁ କୌଣସି କାର୍ଯ୍ୟ ସମ୍ପାଦନ କରିପାରିବେ ନାହିଁ। ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ସୁଧାରିବାକୁ ଚେଷ୍ଟାକଲେ ମଧ୍ୟ ସୁଫଳ ପାଇବା କଷ୍ଟକର ହୋଇପାରେ । ପରିବହନ କ୍ଷେତ୍ରରେ ଅଯଥା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପରିବାରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମୀନମୀନ
ପାପଗ୍ରହ ମଧ୍ୟସ୍ଥ ବୃହସ୍ପତି ହେତୁ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ନୀଚ ବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ରର ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ...

ରାଶିଫଳ: ଗୁରୁବାର, ଜୁନ୍‌ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର...

ରାଶିଫଳ: ବୁଧବାର, ଜୁନ୍ ୨ ତାରିଖ – Daily Horoscope

ମେଷ ନୀଚାରୋହୀ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା କାର୍ଯ୍ୟହାନିର କାରଣ ହେବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ...

ରାଶିଫଳ: ସୋମବାର, ଜୁନ୍‌ ୧୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହଯୋଗ ଲାଭ କରି ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ଉପରିସ୍ଥଙ୍କ ଅନୁକମ୍ପାରୁ ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ରାଜନୀତିରେ ଲକ୍ଷ୍ୟ ପୂରଣ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୪ ତାରିଖ – Daily Horoscope

ମେଷ ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ଯୋଗୁ ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ସଫଳତା ପାଇବା କଷ୍ଟକର ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନକୁ ରବି ଓ ଶୁକ୍ର ଦେଖୁଥିବାରୁ ପ୍ରତ୍ୟେକ ସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ଦେଇ ଫେରି ପାଇବାର କମ୍‌...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope

ମେଷ ଆଜି ପାପଗ୍ରହଯୁକ୍ତ ବୁଧ ଧନାଧିପଙ୍କ ଗୃହରେ ଥିବାରୁ ବନ୍ଧୁଙ୍କ ସହ ଅର୍ଥକୁ କେନ୍ଦ୍ର କରି ବିତର୍କ ହୋଇପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ...

ରାଶିଫଳ: ବୁଧବାର, ଜୁନ୍‌ ୯ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ବୃହସ୍ପତିଙ୍କ ଯୋଗୁ କୌଣସି କାମ ଅଟକି ରହିବ ନାହିଁ। ବନ୍ଧୁ ଗହଣରେ ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ। ପାରିବାରିକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ
Next Post Next post:
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts