E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ବୁଧବାର, ଜୁନ୍‌ ୨୩ ତାରିଖ – Daily Horoscope
4:35 pmJune 22, 2021

ମେଷ
ଆଜି ବୈଷୟିକ ସୁଖ,ସମୃଦ୍ଧି ସମ୍ବନ୍ଧୀୟ କାର୍ଯ୍ୟ ପ୍ରତି ଅନୁରକ୍ତି କରାଇବ। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ସବୁକଥାକୁ ଭଲରୂପେ ବିଚାର କରି କାମ କରନ୍ତୁ, ନତୁବା ବିଭିନ୍ନ ଦିଗରୁ ସମସ୍ୟା ମାଡ଼ି ଆସିପାରେ। କାର୍ଯ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।
ବୃଷ
ବୃଷ
ଆଗାମୀ ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ଏକ ନିର୍ଦ୍ଦିଷ୍ଟ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଭଲ ସମ୍ପର୍କ ରଖି ନ ଥିବା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
ମିଥୁନ
ମିଥୁନ
ପରିସ୍ଥିତିବଶତଃ ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ହଠାତ୍‌ ଦୂରକୁ ଯିବାକୁ ପଡ଼ିପାରେ। କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ସଙ୍କୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରି ପାରନ୍ତି।
କର୍କଟ
କର୍କଟ
ମନ ଚାହୁଁ ନ ଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ସଙ୍ଗକୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେବ।
ସି˚ହ
ସି˚ହ
କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଅର୍ଥ ଯୋଗାଡ଼ କରିବା ପାଇଁ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। କେତେକ ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ।
କନ୍ୟା
ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ। ଅପୂରଣୀୟ ଆଶା ଓ ସନ୍ତାନ ମାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ବକେୟା ଅର୍ଥ ଆଦାୟ କରିବାରେ ଆଜି ହିଁ ସକ୍ଷମ ହେବେ ।
ତୁଳା
ତୁଳା
ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। ମୂଲ୍ୟବାନ ଜିନିଷ ଖରିଦ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଘରେ ଯେତେ ଭଲକାମ କଲେ ସୁଦ୍ଧା ଆଦର ପାଇପାରିବେ ନାହିଁ ।
ବିଛା
ବିଛା
ପରିବାରରେ ଭୁଲ୍‌ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମରେ ସମାଲୋଚିତ ହେବେ।
ଧନୁ
ଧନୁ
କୌଣସି ଅସୁବିଧା ନ ଥିଲେ ମଧ୍ୟ ଯଥା ସମୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହୋଇପାରେ। ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଧ୍ୟ ବାଧକତାରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ମନ ଖୁସି ରହିବ।
ମକର
ମକର
ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହେବ। କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ। ଟିକିଏ ଟିକିଏ କଥାରେ ରାଗିଯାଇ ସମସ୍ୟାରେ ପଡ଼ିପାରନ୍ତି। ଆମତ୍ୀୟମାନେ ଆମତ୍ୀୟତାର ସହ ସହଯୋଗ ପ୍ରଦାନ କରି ଆପଣଙ୍କର କାମକୁ ସୁଗମ କରିପାରନ୍ତି।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ମୀନମୀନ
ସମସ୍ୟାକୁ ପ୍ରତିହତ କରି ଆଗକୁ ବଢିବା ସକାଶେ ପଦକ୍ଷେପ ନେବେ। ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜୁନ୍‌ ୮ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ ସଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଚିନ୍ତା କରିବେ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ...

ରାଶିଫଳ: ଶନିବାର, ଜୁନ୍‌ ୨୬ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗତକାଲିର ସମସ୍ୟା ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ସଭାସମିତି, ଆନୁଷ୍ଠାନିକ...

ରାଶିଫଳ: ବୁଧବାର, ଜୁନ୍ ୨ ତାରିଖ – Daily Horoscope

ମେଷ ନୀଚାରୋହୀ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା କାର୍ଯ୍ୟହାନିର କାରଣ ହେବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ...

ରାଶିଫଳ: ମଙ୍ଗଳବାର, ଜୁନ୍‌ ୧୫ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆକସ୍ମିକ ସଫଳତା ପାଇବେ। ନୂତନ ଯୋଜନାରେ ଉଚ୍ଚାଶା ମୂଲ୍ୟହୀନ ହେବନାହିଁ। ପରିବହନ ବ୍ୟବସାୟରେ ଶିଥିଳତା...

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଆସିଲେ ମଧ୍ୟ ଦୃଢ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ...

ରାଶିଫଳ: ରବିବାର, ଜୁନ୍‌ ୬ ତାରିଖ – Daily Horoscope

ମେଷ ଆଜି ଜନ୍ମ ଚନ୍ଦ୍ର ହେତୁ ଆର୍ଥିକ ଦିଗ ଅନୁକୂଳ ରହିଲେ ମଧ୍ୟ କିଛି ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସବୁ ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ...

ରାଶିଫଳ: ଗୁରୁବାର, ଜୁନ୍‌ ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଙ୍କ ସଂଯୋଗ ହେତୁ ମାନସିକ ଅସ୍ଥିରତା ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପୁଅ ବୋହୂଙ୍କ...

ରାଶିଫଳ: ଶନିବାର, ଜୁନ୍‌ ୧୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। କୃଷି, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୭୭.୮ ପ୍ରତିଶତ ପ୍ରଭାବଶାଳୀ କୋଭାକ୍ସିନ୍‌
Next Post Next post:
କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts