E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ଶନିବାର, ଜୁନ୍‌ ୨୬ ତାରିଖ – Daily Horoscope
5:05 pmJune 25, 2021

ମେଷ
ବନ୍ଧୁମାନଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗତକାଲିର ସମସ୍ୟା ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ସଭାସମିତି, ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ଆଶଙ୍କା ରହିଛି।
ବୃଷ
ବୃଷ
ସାଧାରଣ କଥାକୁ କେନ୍ଦ୍ରକରି ସୁସମ୍ପର୍କରେ କଳହ ଜନିତ ମତାନ୍ତର ସୃଷ୍ଟି ହେବ। ତର୍କ ବିତର୍କ ଓ ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ। ଆଜିର ପ୍ରତ୍ୟୁଷରୁ ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ। ହାତକୁ ନେଇଥିବା କାର୍ଯ୍ୟ ସକାଶେ ଆର୍ଥିକ ଅନଟନ ଅନୁଭବ କରିବେ।
ମିଥୁନ
ମିଥୁନ
ନିଜ ପରିସରର ଲୋକଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ମୂଲ୍ୟବାନଜିନିଷ, ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ସ୍ବାସ୍ଥ୍ୟ ପ୍ରତି ଗୁରୁତ୍ୱ ନ ଦେଲେ ପରେ ବହୁମୂଲ୍ୟ ଦେବାକୁ ପଡ଼ିପାରେ।
କର୍କଟ
କର୍କଟ
ସାଧାରଣ ବ୍ୟତିକ୍ରମକୁ କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରାଇପାରିବେ। ଅତୀତ ଘଟଣାର ସମୀକ୍ଷା କରିବେ ଓ କିଛି ନୂତନ ସିଦ୍ଧାନ୍ତ ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ବ୍ୟବସାୟ, ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେବା କାରଣରୁ ମନ ଭଲ ରହିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି। ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜିର କାମରେ ଲକ୍ଷ୍ୟ ହାସଲ ସକାଶେ କୂଟନୀତି ଅବଲମ୍ବନ କରିବେ।
କନ୍ୟା
କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍‌ ଭାବେ ବିଚାର ନ କରି ଓ ଭୁଲ୍‌ ନିଷ୍ପତ୍ତି ନେଇ ପରେ ଅନୁତାପ କରି ପାରନ୍ତି। ଶତ୍ରୁତା କାରଣରୁ ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମତାନ୍ତରଜନିତ ସାୟାହ୍ନେ ପାରିବାରିିକ ସଦ୍‌ଭାବ ରହିବ ନାହିଁ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବାରେ ହେଳା କରିପାରନ୍ତି।
ତୁଳା
ତୁଳା
ସମସ୍ୟା ଲାଗିରହୁଥିବାରୁ ବିଭିନ୍ନ କ୍ଷେତ୍ରରେ ପ୍ରତିରୋଧର ସାମନା କରିବାକୁ ପଡ଼ିବ। ପଡ଼ୋଶୀଙ୍କ ସହ ସମ୍ପର୍କବୃଦ୍ଧିକୁ ସନ୍ଦେହ କରି ଘରେ ବିଭିନ୍ନ ପ୍ରକାରର କଥା ଶୁଣିବାକୁ ପଡ଼ିପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବ। ସ୍ବାସ୍ଥ୍ୟ ହାନି କାରଣରୁ କାମ ପାଇଁ ନିସ୍ପୃହତା ଦେଖାଯିବ।
ବିଛା
ବିଛା
ନିକଟ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛରୁ ଗୋଡ଼ ଟାଣି ପାରନ୍ତି। ସହମତି ଅଭାବରୁ ପରିବାରରେ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡ଼ିବ। ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।
ଧନୁ
ଧନୁ
ଆଶା କରୁଥିବା ଦିଗରୁ ଅର୍ଥ ଓ ସହଯୋଗ ପାଇବାର ଆଶା ଭଣ୍ଡୁର ହୋଇଯିବ। କର୍ମକ୍ଷେତ୍ରରେ ଅଚାନକ ଆଶା ପୂରଣ ହେବାରେ ବନ୍ଧୁ ସାହାଯ୍ୟ କରିବେ। କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ପୂର୍ବ ଶତ୍ରୁତାକୁ ନେଇ ପଡ଼ୋଶୀମାନେ ଅସୁବିଧା ସମୟରେ ପାଖ ମାଡ଼ିବେ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କଲେ ଓଲଟା ଫଳ ପାଇବେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ। ଏକ ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବ ହେବାରୁ ବ୍ୟସ୍ତତା ଅନୁଭବ କରିବେ। କର୍ମକ୍ଷେତ୍ରରେ ବିବାଦୀୟ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ।
କୁମ୍ଭ
କୁମ୍ଭ
କର୍ମ କ୍ଷେତ୍ରରେ, ପରିବାରରେ ତଥା ପ୍ରତ୍ୟେକ ଦିଗରୁ ଅସୁବିଧା ଦେଇ କାମ ହାସଲ କରିବେ। ସାହାଯ୍ୟ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବେ। ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ ଓ ସାଧାରଣ କଥାକୁ ଅସାଧାରଣ ଭାବେ ଚିନ୍ତା କରିବେ। ସମସ୍ୟାଜନିତ ଯେତେ ଚେଷ୍ଟା କଲେ ସୁଦ୍ଧା ଲକ୍ଷ୍ୟ ହାସଲରେ ସମର୍ଥ ହେବେ ନାହିଁ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। ପରିବାରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି। ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍‌ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନକୁ ରବି ଓ ଶୁକ୍ର ଦେଖୁଥିବାରୁ ପ୍ରତ୍ୟେକ ସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ଦେଇ ଫେରି ପାଇବାର କମ୍‌...

ରାଶିଫଳ: ଗୁରୁବାର, ଜୁନ୍‌ ୧୭ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। କଷ୍ଟ ସ୍ବୀକାର ପୂର୍ବକ କୈାଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ...

ରାଶିଫଳ: ବୁଧବାର, ଜୁନ୍‌ ୧୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତିଙ୍କ ଗଜକେଶରୀ ଯୋଗ ପ୍ରଭାବରୁ କର୍ମକ୍ଷେତ୍ର, ପାରିବାରିକସ୍ଥିତି ଓ ବାଣିଜ୍ୟବ୍ୟବସାୟର ଶୁଭଫଳ ପାଇବେ। ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ସଙ୍ଗକୁ ବନ୍ଧୁ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope

ମେଷ ଆଜି ପାପଗ୍ରହଯୁକ୍ତ ବୁଧ ଧନାଧିପଙ୍କ ଗୃହରେ ଥିବାରୁ ବନ୍ଧୁଙ୍କ ସହ ଅର୍ଥକୁ କେନ୍ଦ୍ର କରି ବିତର୍କ ହୋଇପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ...

ରାଶିଫଳ: ଶନିବାର, ଜୁନ୍‌ ୧୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। କୃଷି, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା...

ରାଶିଫଳ: ସୋମବାର, ଜୁନ୍‌ ୧୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହଯୋଗ ଲାଭ କରି ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ଉପରିସ୍ଥଙ୍କ ଅନୁକମ୍ପାରୁ ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ରାଜନୀତିରେ ଲକ୍ଷ୍ୟ ପୂରଣ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଆସିଲେ ମଧ୍ୟ ଦୃଢ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌
Next Post Next post:
ଓଡ଼ିଶାରେ ଡେଲଟା ପ୍ଲସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts