E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ବୋଲ୍ଡ ନଜରରେ ଏହି ଅଭିନେତ୍ରୀଙ୍କ ଝିଅ, ଭାଇରାଲ ହେଉଛି ଫଟୋ
3:55 pmJune 17, 2021

ମୁମ୍ବାଇ ପ୍ରସିଦ୍ଧ ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ତିଓ୍ବାରୀ ତାଙ୍କର ହଟ୍‌ ଏବଂ ସିଙ୍ଗଲ ଫଟୋ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ପଲକଙ୍କ ଇନ୍‌ଷ୍ଟାଗ୍ରାମରେ ଲୋକମାନଙ୍କର ସ୍ବତନ୍ତ୍ର ଦୃଷ୍ଟି ରହିଥାଏ। ତେଣୁ ଯେତେବେଳେ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ହଟ୍‌ ଏବଂ ବୋଲ୍ଡ ଫଟୋ ଶେୟାର କରନ୍ତି ତାହା କ୍ଷୀପ୍ର ବେଗରେ ଭାଇରାଲ ହୋଇଯାଏ।

ପଲକ ଇନ୍‌ଷ୍ଟାଗ୍ରାମରେ ବହୁତ ଆକ୍ଟିଭ ରହୁଛନ୍ତି। ଏବେ ତାଙ୍କର କିଛି ବୋଲ୍ଡ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ଏକ ଷ୍ଟ୍ରାପଲେସ ଡ୍ରେସ୍‌ରେ ଖୁବ୍‌ ଆକର୍ଷଣୀୟା ଦେଖାଯାଉଛନ୍ତି। ପଲକ ଏକ ଗୋଲାପୀ ରଙ୍ଗର ଷ୍ଟ୍ରାପଲେସ ମିନି ଡ୍ରେସ ପିନ୍ଧିଛନ୍ତି ଯେଉଁଥିରେ ହଳଦିଆ ଫୁଲର ପ୍ରିଣ୍ଟ ରହିଛି। କେଶକୁ ଖୋଲା ରଖି ସେକ୍ସି ଲାଗୁଛନ୍ତି।

ପଲକଙ୍କ ଏହି ଫଟୋରେ ପ୍ରଶଂସକମାନେ ଖୁବ୍‌ ପ୍ରଶଂସା କରୁଛନ୍ତ। କେହି କେହି ୟୁଜର ସୁନ୍ଦର କହିଥିବାବେଳେ ଆଉ କେହି ସେକ୍ସି ଦେଖାଯାଉଥିବା ମନ୍ତବ୍ୟ ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏହି ସର୍ତ୍ତରେ ଜୟା-ଅମିତାଭଙ୍କ ବିବାହ ପାଇଁ ରାଜି ହୋଇଥିଲେ ପିତା

ଆଜି ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ୪୮ ତମ ବିବାହ ବାର୍ଷିକୀ। ଏହି ଅବସରରେ ଅମିତାଭ ଏକ ପୁରୁଣା ଫଟୋ ଶେୟାର...

ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...

ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ

ବମ୍ବେ: ନିକଟରେ ଅଭିନେତା କରନ୍‌ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ...

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...

ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି...

ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଭାବପ୍ରବଣ ହେଲେ ଅଙ୍କିତା

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ଅଙ୍କିତା ସୁଶାନ୍ତଙ୍କ ପ୍ରତି ତାଙ୍କ ପ୍ରେମ ବ୍ୟକ୍ତ...

ଶୁଟିଂ ସେଟ୍‌ରେ ମାଗାଜିନ୍‌ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍‌ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା...

ବୋଲ୍ଡ ଶଟ୍‌ ପାଇଁ..

କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ
Next Post Next post:
ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts