ମୁମ୍ବାଇ ପ୍ରସିଦ୍ଧ ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ତିଓ୍ବାରୀ ତାଙ୍କର ହଟ୍ ଏବଂ ସିଙ୍ଗଲ ଫଟୋ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ପଲକଙ୍କ ଇନ୍ଷ୍ଟାଗ୍ରାମରେ ଲୋକମାନଙ୍କର ସ୍ବତନ୍ତ୍ର ଦୃଷ୍ଟି ରହିଥାଏ। ତେଣୁ ଯେତେବେଳେ ସେ ତାଙ୍କ ଇନ୍ଷ୍ଟାଗ୍ରାମରେ ହଟ୍ ଏବଂ ବୋଲ୍ଡ ଫଟୋ ଶେୟାର କରନ୍ତି ତାହା କ୍ଷୀପ୍ର ବେଗରେ ଭାଇରାଲ ହୋଇଯାଏ।
ପଲକ ଇନ୍ଷ୍ଟାଗ୍ରାମରେ ବହୁତ ଆକ୍ଟିଭ ରହୁଛନ୍ତି। ଏବେ ତାଙ୍କର କିଛି ବୋଲ୍ଡ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ଏକ ଷ୍ଟ୍ରାପଲେସ ଡ୍ରେସ୍ରେ ଖୁବ୍ ଆକର୍ଷଣୀୟା ଦେଖାଯାଉଛନ୍ତି। ପଲକ ଏକ ଗୋଲାପୀ ରଙ୍ଗର ଷ୍ଟ୍ରାପଲେସ ମିନି ଡ୍ରେସ ପିନ୍ଧିଛନ୍ତି ଯେଉଁଥିରେ ହଳଦିଆ ଫୁଲର ପ୍ରିଣ୍ଟ ରହିଛି। କେଶକୁ ଖୋଲା ରଖି ସେକ୍ସି ଲାଗୁଛନ୍ତି।
ପଲକଙ୍କ ଏହି ଫଟୋରେ ପ୍ରଶଂସକମାନେ ଖୁବ୍ ପ୍ରଶଂସା କରୁଛନ୍ତ। କେହି କେହି ୟୁଜର ସୁନ୍ଦର କହିଥିବାବେଳେ ଆଉ କେହି ସେକ୍ସି ଦେଖାଯାଉଥିବା ମନ୍ତବ୍ୟ ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.