E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି
2:02 pmJune 7, 2021

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କୁକୁରକୁ ଦେଖିବାକୁ ମିଳୁଛି। କୁକୁରଟି ରାସ୍ତାକଡ଼ ସୁଇମିଂ ପୁଲ୍‌ରେ ଖେଳୁଥିବା ନଜର ଆସୁଛି। ଉପରୁ ପଡ଼ୁଥିବା ପାଣିକୁ ଧରିବା ପାଇଁ ସେ ବାହାରକୁ ଆସି ପୁଣିଥରେ କୁଣ୍ଡକୁ ଡେଉଁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ରି ଟୁଇଟକରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

https://twitter.com/buitengebieden_/status/1401546417525690369?s=08


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

କିଛି ବି ଅର୍ଡର କରି ନ ଥିଲେ; ହେଲେ ଆମାଜନ୍‌ରୁ ମହିଳାଙ୍କ ଘରେ ପହଞ୍ଚିଲା ୧୫୦ ପ୍ୟାକେଟ; ଖୋଲି ଦେଖିବା ପରେ…

ଅନ୍‌ଲାଇନ୍‌ରେ ଅର୍ଡର ନ କରିବି କିଛି ପହଞ୍ଚିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ସେଭଳି କିଛି ଘଟିଛି ଆମେରିକାର ଜିଲିୟାନ୍‌ କନ୍ନନ୍‌ଙ୍କ କ୍ଷେତ୍ରରେ। ସେ କିଛି...

ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି

ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍‌ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ...

ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ

ଓ୍ବାଶିଂଟନ୍‌,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା...

ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…

ଭାରତରେ ପ୍ରତିଭାର ଅଭାବ ନାହିଁ। ହେଲେ ଅନେକ ସମୟରେ ପ୍ରତିଭା ଦେଖାଇବା ପାଇଁ ସମସ୍ତଙ୍କୁ ପ୍ଲାଟଫର୍ମ ମିଳି ନ ଥାଏ। ଫଳରେ ବଣମଲ୍ଲୀର ମହକ ବଣରେ...

ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…

ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ନେହେରୁଙ୍କ ଚିଠି ଇନ୍ଦିରାଙ୍କ ପାଇଁ…

ବାପା, ନିଜର ଲହୁ ଲୁହକୁ ଏକ କରି ଗଢ଼ନ୍ତି ସନ୍ତାନର ଭବିଷ୍ୟତ। ତାଙ୍କ ଅନୁଶାସନ, ପଥନିଦର୍ଶନ ପାଇଁ ହିଁ ପିଲାମାନେ ପହଞ୍ଚତ୍ପାରନ୍ତି ଲକ୍ଷ୍ୟସ୍ଥଳରେ। ଭାରତର ଲୌହ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
Next Post Next post:
ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts