E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ
6:46 pmJune 2, 2021

ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ ନ ଥିଲେ। ଧୋନୀଙ୍କୁ ସୁଯୋଗ ମିଳିବା ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ଦଳରେ ସ୍ଥାନ ପାଇବା ଲାଗି ପ୍ରବଳ ଦାବିଦାର ଥିଲେ ପାର୍ଥିବ ପଟେଲ ଓ ଦୀନେଶ କାର୍ତ୍ତିକ। ଏହାସତ୍ତ୍ୱେ ୨୦୦୪ରେ ଧୋନୀଙ୍କୁ କେଉଁ କାରଣରୁ ଜାତୀୟ ଦଳରେ ଚୟନ କରାଗଲା, ତାହା ପ୍ରକାଶ କରିଛନ୍ତି ସେତେବେଳର ଜାତୀୟ ଚୟନକର୍ତ୍ତା କିରନ ମୋରେ।

“୨୦୦୩ ବିଶ୍ୱକପ୍‌ ପରେ ରାହୁଲ ଡ୍ରାଭିଡ୍‌ଙ୍କ ଉପରୁ ଅତରିକ୍ତ ଉଇକେଟକିପର ଦାୟିତ୍ୱ ହଟାଇବାକୁ ଚାହୁଁଥିଲୁ। ଡ୍ରାଭିଡ ଉଇକେଟକିପର ଭାବେ ୨୦୦୩ ବିଶ୍ୱକପ୍‌ ସମେତ ଭାରତ ପାଇଁ ୭୫ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ଆମେ ଜଣେ ସ୍ପେଶାଲିଷ୍ଟ ଉଇକେଟକିପର ଖୋଜୁଥିଲୁ, ଯିଏକି ୬ଷ୍ଠ କିମ୍ବା ୭ମ କ୍ରମରେ ବ୍ୟାଟିଂ ଆସି ଦ୍ରୁତ ଗତିରେ ୪୦ରୁ ୫୦ ରନ୍‌ କରିପାରିବ। ସେତେବେଳକୁ ଧୋନୀ ଘରୋଇ କ୍ରିକେଟ ଓ ଇଣ୍ଡିଆ ଏ’ରେ ବେଶ୍‌ ଜଣାଶୁଣା ଥିଲେ। ସାଥି ଚୟନକର୍ତ୍ତାଙ୍କ ପରାମର୍ଶ କ୍ରମେ ମୁଁ ଝାଡ଼ଖଣ୍ଡ ବ୍ୟାଟ୍ସମ୍ୟାନଙ୍କ ବ୍ୟାଟିଂ ଦେଖିବାକୁ ଯାଇଥିଲି। ପୂର୍ବାଞ୍ଚଳ ୧୭୦ ରନ୍‌ରେ ସୀମିତ ରହିଥିବାବେଳେ ଧୋନୀ ଖେଳିଥିଲେ ୧୩୦ ରନ୍‌ର ପାଳି। ପଡ଼ିଆର ଚାରିଆଡ଼େ ଛକା ଓ ଚୌକା ବର୍ଷା କରିଥିଲେ। ତାଙ୍କ ଇନିଂସ ମୋତେ ଖୁବ୍‌ ପସନ୍ଦ ଆସିଥିଲା। କିନ୍ତୁ ମ୍ୟାଚ୍‌ରେ ଉଇକେଟକିପିଂ କରିବାକୁ ସୁଯୋଗ ପାଇ ନ ଥିଲା ଧୋନୀ। ଏଣୁ ନର୍ଥ ଜୋନ ବିପକ୍ଷ ଫାଇନାଲରେ ଧୋନୀଙ୍କୁ ଉଇକେଟକିପର ଭାବେ ସୁଯୋଗ ଦେବାକୁ ଅନ୍ୟ ଚୟନକର୍ତ୍ତାଙ୍କୁ ବୁଝାଇ ଥିଲି ” ବୋଲି କର୍ଟଲି ଆମ୍ବ୍ରୋସଓ କରିଷ୍ଣା କୋଟାକଙ୍କ ଶୋ’ରେ ମୋରେ କହିଛନ୍ତି।

ଫାଇନାଲରେ ଧୋନୀ ଉଇକେଟକିପିଂ ଦକ୍ଷତା ଦେଖାଇବା ସହ ଆଶିଷ ନେହେରାଙ୍କ ସମେତ ନର୍ଥ ଜୋନର ପ୍ରତ୍ୟେକ ବୋଲରଙ୍କୁ ଛକା ମାରିଥିଲେ। ଏହାପରେ ଇଣ୍ଡିଆ ଏ’ର ସଦସ୍ୟ ଭାବେ ଧୋନୀଙ୍କୁ ପାକିସ୍ତାନ ଓ କେନିୟା ସହ ତ୍ରିକୋଣୀୟ ସିରିଜ୍‌ ପାଇଁ ପଠାଇଥିଲୁ। ସେହି ଅନ୍‌ଅଫିସିଆଲ ସିରିଜ୍‌ରେ ୬୦୦ ରନ୍‌ କରିଥିଲେ। ଏହାପରେ ସବୁକିଛି ଇତିହାସ ବୋଲି ମୋରେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ...

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ଭିନୁ ମଙ୍କଡ଼

ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍‌ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ...

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ।...

୭ ବଲ୍‌ରେ ବିସ୍ଫୋରକ ୪୨ ରନ୍‌ କଲେ ଏହି ବ୍ୟାଟ୍ସମ୍ୟାନ୍‌: ରଚିଲେ ଇତିହାସ

ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ...

କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି

କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍‌ ରେଫରିଂ କ୍ରିୟୁ ମ୍ୟାଚ୍‌ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା...

ୟୁରୋକପ୍‌ ଫୁଟ୍‌ବଲ:ଅଷ୍ଟ୍ରିଆକୁ ହରାଇ ନେଦରଲାଣ୍ଡ୍ସ ନକ୍‌ଆଉଟ୍‌ରେ

ଆମଷ୍ଟରଡାମ,୧୯।୬: ୟୁରୋକପ୍‌ରେ ଗୁରୁବାର ନେଦରଲାଣ୍ଡ୍ସ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ଆମଷ୍ଟରଡାମ ଏରିନାରେ ଖେଳାଯାଇଥିବା ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ୨-୦ ଗୋଲରେ ଅଷ୍ଟ୍ରିଆକୁ ହରାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ
Next Post Next post:
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts